E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା: ପୁଣି ଗଞ୍ଜାମରୁ ୨ ଜଣଙ୍କ ଗଲା ଜୀବନ
12:39 pmJune 11, 2021

ଛତ୍ରପୁର,୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ଗଞ୍ଜାମ ଗ୍ରୀନ ଜୋନ୍‌ରେ ରହିଛି। ଅପରପକ୍ଷରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଉଭୟଙ୍କ ବୟସ ୪୮ ବର୍ଷ ରହିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାର ୪୮ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବ୍‌ତ ୨୯୭ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଜିଲାରେ ଆଉ ୭୭ ଜଣ କରୋନା ସଂକ୍ରମିତ ହୋଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଗୋଟିଏ ଜୁଇରେ ୧୦ କୋଭିଡ୍‌ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍‌ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ...

ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା

ଝାରସୁଗୁଡା ଅଫିସ୍‌,୭।୬: ମହାମାରୀ କରୋନା ଅନେକଙ୍କୁ ମା’ ବାପା ଛେଉଣ୍ଡ କରିଛି। ସେମାନେ କିପରି ସମାଜରେ ମଣିଷ ହେବେ ଏନେଇ ସୁପ୍ରୀମକୋର୍ଟ ଥଇଥାନ ଚିନ୍ତା କରିଛନ୍ତି।...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ...

ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ...

ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ

ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି।...

ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି

ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା ।...

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୧୧।୬(ଡି.ଏନ୍‌.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…
Next Post Next post:
ଖୁସି ଖବର ଦେଲେ ଚହଲ: ଶେୟାର କଲେ ଫଟୋ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts