E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…
12:38 pmJune 11, 2021

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ପ୍ରେମିକଙ୍କୁ ବିବାହ କରିଛନ୍ତି। ଏହି ଘଟଣା ଭୀରଖୁର୍ଦର ଉଧାଡିହ ଗାଁର।

ସୂଚନାନୁଯାୟୀ, ୨ ମାସ ପୂର୍ବେ ଏହି ମହିଳା ଜଣକ କିରଣପୁର ଗାଁର ଜଣେ ଯୁବକଙ୍କୁ ବିବାହ କରିଥିଲେ। ଏହା ପରେ ସେ ଶାଶୁଘରୁ ପ୍ରେମିକ ଆଶୁ କୁମାରଙ୍କ ସହ ଫେରାର ହୋଇଯାଇଥିଲେ। ଆଶୁ ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ତାଙ୍କୁ ବିବାହ କରିଛନ୍ତି। ବିବାହ ପରେ ଦୁହିଁଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଆଶୁ କୁହନ୍ତି, ଗାଁର ଯୁବତୀ ଅନୁ କୁମାରଙ୍କ ସହ ତାଙ୍କର କିଛି ବର୍ଷ ଧରି ପ୍ରେମସମ୍ପର୍କ ଥିଲା। ଏହା ଜାଣି ତାଙ୍କ ପରିବାର ଲୋକେ ଅନୁଙ୍କ ଅଲଗା ଜାଗାରେ ବିବାହ କରିଦେଇଥିଲେ। ମାତ୍ର ଆମେ ଦୁଇଜଣ ସାରା ଜୀବନ ଏକାଠି ରହିବୁ ବୋଲି ଚାହୁଁଥିଲୁ। ବୁଧବାର ତାଙ୍କୁ ଏହି ସୁଯୋଗ ମିଳିଥିଲା। ଅନୁ ଶାଶୁଘର ଛାଡ଼ି ସୁଲତାନଗଞ୍ଜ ଷ୍ଟେଶନରେ ପହଞ୍ଚି ଟ୍ରେନ୍‌ରେ ବାଙ୍ଗାଲୁରୁ ଯିବା ପାଇଁ ଛିଡ଼ା ହୋଇଥିଲେ। ଏହି ସମୟରେ ଆଶୁ ଅନୁଙ୍କ ମୁଣ୍ଡରେ ସିନ୍ଦୁର ଦେଇ ସ୍ତ୍ରୀ ଭାବରେ ଗ୍ରହଣ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସୋସିଆଲିଜିମ ହାତ ଧରିଲେ ମମତା ବାନାର୍ଜୀ

ଚେନ୍ନାଇ,୧୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ବାମ ପନ୍ଥୀ ରାଜନୀତିରେ ଚିରପ୍ରତିଦ୍ୱନ୍ଦ୍ୱୀ ଅଟନ୍ତି। କିନ୍ତୁ ମମତାଙ୍କ ନାମଧାରୀ କନ୍ୟା ତାମିଲନାଡୁ ସାଲେମଠାରେ ସୋସିଆଲିଜିମ ନାମକ...

ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ

ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି।...

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ

ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ...

ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍‌ଆଇ; ଆଉ ତା’ ପରେ…

ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍‌ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍‌ଆଇ ବା ସବ୍‌-ଇନ୍ସପେକ୍ଟରଙ୍କ...

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ...

ଗରିବଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର...

ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍‌ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା
Next Post Next post:
ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା: ପୁଣି ଗଞ୍ଜାମରୁ ୨ ଜଣଙ୍କ ଗଲା ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts