E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର
12:55 pmJune 11, 2021

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଲୋକମାନେ ହାହାକାର ହେଉଥିବା ବେଳେ ସେମାନଙ୍କର ଚିକିତ୍ସାରେ ବାଧା ଉପୁଜିଛି। ହେଲେ ଏବେ କାଲକାତାର ଜଣେ ବୈଜ୍ଞାନିକ ଏହି ସମସ୍ୟାର ସମାଧାନ ବାଟ ଖୋଜିନେଇଛନ୍ତି। ସେ କୋଭିଡ ରୋଗୀଙ୍କ ପାଇଁ ଏକ ପକେଟ ଭେଣ୍ଟିଲେଟର ତିଆରି କରିଛନ୍ତି। ସୂଚନାଯୋଗ୍ୟ, କୋଲକାତାରେ ରହୁଥିବା ଡାକ୍ତର ରାମେନ୍ଦ୍ର ଲାଲ ମୁଖାର୍ଜୀ ଜଣେ ଇଞ୍ଜିନିୟର ହୋଇଥିବା ବେଳେ ଲଗାତର ଭାବେ ସେ ଏହିଭଳି ଉଦ୍ଭାବନ ଜାରି ରଖିଛନ୍ତି। ରମେନ୍ଦ୍ର ବ୍ୟାଟେରୀ ଦ୍ୱାରା ପରିଚାଳିତ ହେଉଥିବା ଏକ ପକେଟ ଭେଣ୍ଟିଲେଟର ତିଆରି କରିଛନ୍ତି। ଯାହାଦ୍ୱାରା ରୋଗୀଙ୍କୁ ତୁରନ୍ତ ଆରାମ ମିଳିପାରିବ। ଏହା ସହଜରେ କାମ କରିବା ସହ ଶସ୍ତା ମଧ୍ୟ। ଯଦି କୌଣସି ରୋଗୀଙ୍କୁ ନିଶ୍ୱାସ ନେବାରେ କଷ୍ଟ ହୁଏ ତେବେ ଏହା ତାଙ୍କ ପାଇଁ ଲାଭଦାୟକ ରହିବ। ସୂଚନା ମୁତାବକ ଗତ କିଛି ଦିନ ପୂର୍ବରୁ ରମେନ୍ଦ୍ର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ଅକ୍ସିଜେନ ସ୍ତର ୮୮ ତଳକୁ ଖସିଯାଇଥିଲା। ସେତେବେଳେ ପରିବାରଲୋକେ ତାଙ୍କୁ ହସ୍ପିଟାଲ ନେଇ ଚିକିତ୍ସା କରାଇଥିଲେ। ତେବେ ସୁସ୍ଥ ହେବା ପରେ ରୋଗୀଙ୍କ ସାହାଯ୍ୟ ପାଇଁ ତାଙ୍କ ମନରେ ଏକ ଯୋଜନା ଆସିଥିଲା। ପରେ ଏହା ଉପରେ କାର୍ଯ୍ୟ ସେ କରିବା ଆରମ୍ଭ କରିଦେଇଥିବା ବେଳେ ମାତ୍ର ୨୦ ଦିନରେ ପକେଟ ଭେଣ୍ଟିଲେଟର ତିଆରି କରିଥିଲେ।

ଏହାର ଓଜନ ପ୍ରାୟ ୨୫୦ ଗ୍ରାମ୍‌ ହୋଇଥିବା ବେଳେ ଏହାକୁ ସହଜରେ ବ୍ୟବହାର କରାଯାଇପାରିବ। ଏଥିରେ ୨ଟି ୟୁନିଟ ଯଥା ପାଓ୍ବାର ଓ ଭେଣ୍ଟିଲେଟର ରହିଛି, ଯାହା ମାସ୍କ ସହିତ ଜଡ଼ିତ ଅଛି। ଏକ ବଟନ ଦବାଇବା ମାତ୍ରେ ହିଁ ଭେଣ୍ଟିଲେଟର କାମ କରିବା ସହ ରୋଗୀଙ୍କୁ ସ୍ବଚ୍ଛ ବାୟୁ ପ୍ରଦାନ କରିବ। ଥରେ ଏହାକୁ ଚାର୍ଜ କଲେ ପ୍ରାୟ ୮ଘଣ୍ଟା ଏହା କାମ କରିବ। ଆଉ ଏହାକୁ ସ୍ମାର୍ଟ ଫୋନର ଚାର୍ଜର ଦ୍ୱାରା ଚାର୍ଜ କରାଯାଇପାରିବ। ଯଦି ଜଣେ ରୋଗୀ କରୋନାରେ ଆକ୍ରାନ୍ତ ହୋଇଥାନ୍ତି ତେବେ ଏଥିରେ ଥିବା ୟୁଭି ଫିଲଟର ଭାଇରସ୍‌କୁ ମାରିବାରେ ସହାୟକ ହେବା ସହ ବାୟୁକୁ ସଫା କରିଥାଏ ବୋଲି ରମେନ୍ଦ୍ର କହିଛନ୍ତି। କେବଳ ସେତିକି ନୁହେଁ ଏହି ଭେଣ୍ଟିଲେଟର ଦ୍ୱାରା ଭାଇରସ୍‌ କମ୍‌ ବ୍ୟାପିବା ସହ ରୋଗୀ ଓ ଡାକ୍ତରଙ୍କୁ ଆଶ୍ୱସ୍ତି ପ୍ରଦାନ କରିବ। ଏହା ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ପାଇଁ ମଧ୍ୟ ଲାଭଦାୟକ ବୋଲି ରମେନ୍ଦ୍ର କହିଛନ୍ତି। ତେବେ ତାଙ୍କର ଏହି ପକେଟ ଭେଣ୍ଟିଲେଟର ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ View All

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭...

ଗୁପ୍‌ଚୁପ୍‌ରେ ମୁଦି ରଖି ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ; ଆଉ ତା’ ପରେ..

ନୂଆଦିଲ୍ଲୀ: ସାଥୀଙ୍କୁ ନିଜର ମନ କଥା କହିବା ଏବଂ ପରେ ବିବାହ ପାଇଁ ପ୍ରପୋଜ କରିବାର ଭିନ୍ନ ଭିନ୍ନ ଉପାୟ ଆପଣ ଦେଖିଥାଇପାରନ୍ତି। କିଏ ଫୁଲତୋଡ଼ା...

ଏମିତି ଦେଶ, ଯାହାର ନୌସେନା ନାହିଁ କି ବାୟୁସେନା, ଏପରି ହୋଇଥାଏ ଦେଶ ସୁରକ୍ଷା

ସାଧାରଣତଃ ଦେଶର ସୁରକ୍ଷା ପାଇଁ ଜଳ, ସ୍ଥଳ, ବାୟୁ ସେନା ଗଠନ କରାଯାଇଥାଏ। କାରଣ ଶତ୍ରୁ ଦେଶ ସହ କଡ଼ା ମୁକାବିଲା କରିବା ପାଇଁ ଏପରି...

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର...

ଜିତିନ୍‌ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..

ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ...

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଖୁସି ଖବର ଦେଲେ ଚହଲ: ଶେୟାର କଲେ ଫଟୋ
Next Post Next post:
ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts