ଓ୍ବାଶିଂଟନ୍,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ନ କରିବାକୁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକାର ଫୁଡ୍ ଏବଂ ଆଡମିନିଷ୍ଟ୍ରେଶନ୍ (ଏଫଡିଏ) କୋଭାକ୍ସିନ ଟିକା ଜରୁରୀକାଳୀନ ବ୍ୟବହାର ପାଇଁ ଭାରତ ବାୟୋଟେକର ଆବେଦନକୁ ପ୍ରତ୍ୟାଖ୍ୟାନ କରିଛି। ଫଳରେ କମ୍ପାନୀକୁ ଆମେରିକାରେ ଏହାର ଟିକା ଆରମ୍ଭ କରିବାକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡିବ। ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବେ ଓକୁଜେନ କୋଭାକ୍ସିନ୍ ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ମାଗି ଆମେରିକାର ଡ୍ରଗ ରେଗୁଲେଟର ଏଫଡିଏକୁ ଏକ ମାଷ୍ଟର ଫାଇଲ ପଠାଇଥିଲା।
Posted inଅନ୍ତର୍ଜାତୀୟ View All
ରୋନାଲ୍ଡୋଙ୍କ ପରେ ପୋଗ୍ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…
ପ୍ୟାରିସ୍,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍ ମଧ୍ୟରେ ୨୯,୩୦୦ କୋଟି...
‘ଟିକା ନ ନେଲେ ଭାରତ ଯାଅ’
ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...
ଇରାନ ନୌସେନା ଜାହାଜ ଜଳିଗଲା
ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍ଫ ଅଫ୍ ଓମାନରେ ବୁଡ଼ିଯାଇଛି। ଏପରି...
ଡେଥ୍ କମିଶନରୁ ରାଷ୍ଟ୍ରନେତା
ତେହେରାନ,୨୦ା୬: ଇବ୍ରାହିମ୍ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା...
ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…
ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...
ପ୍ରତ୍ୟର୍ପଣ ପାଇଁ ଡୋମିନିକା ରାଜି
ରୋଷେଉ,୩ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ଅଡ଼ୁଆ ବଢ଼ିଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ୧୩,୫୦୦ କୋଟି ଋଣ ଜାଲିଆତି କରି ଫେରାର ହୋଇଥିବା...
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭...
ମାସ୍କ୍ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ଜେରୁଜେଲମ୍,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ...


