E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦୁଝର

ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ
1:35 pmJune 11, 2021

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍‌ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୩ ବଳଦ ଓ ୧ଗାଈକୁ ଉଦ୍ଧାର କରାଯାଇଛି। ଗାଡି ଚାଳକ ଢେଙ୍କିକୋଟ ଅଞ୍ଚର ରାଜେଶ ମୁଖୀକୁ ପୋଲିସ ଅଟକ ରଖି ପଚରା ଉଚରା ଜାରି ରଖି ଥିବା ଏସ୍‌ଆଇ ସୁଶାନ୍ତ ମଣୀ ମହାନ୍ତି ସୂଚନା ଦେଇଛନ୍ତି। ଗୋରୁଙ୍କୁ ଢେଙ୍କିକୋଟର ଶାନ୍ତରାପୁର ଗ୍ରାମରୁ ଚଢେଇ ଭୋଳ ଚାଲାଣ ହେଉଥିବା ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦୁଝର View All

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...

ଦିଆସିଲି କାଠିରେ ସାଇକେଲ ପ୍ରତିକୃତି

ପୁରୀ ଅଫିସ,୩।୬: ଜୁନ ୩ ତାରିଖକୁ ସାରା ବିଶ୍ୱରେ ୱାର୍ଲଡ ସାଇକେଲ ଦିବସ ଭାବେ ପାଳନ କରାଯାଏ। ସାଇକେଲ ଚଳାଇବା ଦ୍ୱାରା ସ୍ବାସ୍ଥ୍ୟ ଠିକ ରହିବା...

ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି...

ଅମାନିଆଙ୍କ ପାଇଁ ଗଞ୍ଜାମରେ ପାଟ୍ରୋଲିଂ କଡ଼ାକଡ଼ି

ଗଞ୍ଜାମ,୪।୬(ଡି.ଏନ୍‌.ଏ.): କୋଭିଡ୍‌ କଟକଣା ମାନୁ ନ ଥିବା ଅମାନିଆଙ୍କ ପାଇଁ ଗଞ୍ଜାମ ଥାନା ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ହେଲ୍‌ମେଟ ଓ ମାକ୍ସ ପିନ୍ଧୁ ନ...

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...

ପୁଅର ମୃତଦେହ ଛୁଇଁଲେନି ବାପା

ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ...

ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ

ନିରାକାରପୁର,୨ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା
Next Post Next post:
ଦରବୃଦ୍ଧି ପ୍ରତିବାଦରେ ପେଟ୍ରୋଲ ପମ୍ପ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts