ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍ ‘ଏକ ହଜାରୋଁ ମେ ମେରି ବେହନା ହୈ’ର ଫଟୋ ଏବଂ ନୃତ୍ୟ ଭିଡିଓ ସୋସିଆଲ ମିଡିଆରେ ପ୍ରତିଦିନ ଭାଇରାଲ ହେବାରେ ଲାଗିଛି। ନିଆ ତାଙ୍କ ସୌନ୍ଦର୍ଯ୍ୟରେ କେବଳ ଦର୍ଶକକୁ ନୁହନ୍ତି ବଂର କୋ-ଷ୍ଟାରଙ୍କୁ ପାଗଳ କରିଦେଇଛନ୍ତି। ଏକଦା କୋ ଷ୍ଟାର ଶୁଟିଂ ସମୟରେ ସମସ୍ତଙ୍କ ସାମ୍ନାରେ ତାଙ୍କୁ ପ୍ରପୋଜ କରିଥିଲେ। ଏଥିରେ ନିଆ ଆଶ୍ଚର୍ଯ୍ୟ ହୋଇଗଲେ। ନିଆ ଏକ ନୂଆ ମ୍ୟୁଜିକ ଭିଡିଓରେ କାମ କରୁଛନ୍ତି। ଏଥିରେ ଅଭିନେତା କମଲ କୁମାର ତାଙ୍କ ସହ ଅଛନ୍ତି। ଏକ ସାକ୍ଷାତକାରରେ କମଲ ଏହି କଥା କହିଥିଲେ। କମଲ କହିଛନ୍ତି ଯେ, ଶୁଟିଂ ପାଇଁ ପ୍ରସ୍ତୁତି ଚାଲିଥିଲା। ସେଟ୍ରେ ସଦସ୍ୟମାନେ କାର୍ଯ୍ୟରେ ବ୍ୟସ୍ତ ଥିଲେ। ସେତେବେଳେ ମୁଁ ହଠାତ ଆଣ୍ଠୁମାଡି ନିଆଙ୍କୁ ପ୍ରପୋଜ କଲି ତାଙ୍କ ସମେତ ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। ତା’ପରେ ମୁଁ ଏବଂ ନିଆ ହସିବାକୁ ଲାଗିଲୁ। କାରଣ ଏହା ସେଭଳି ସିରିୟସ୍ ନଥିଲା । କିନ୍ତୁ ନିଆ ଏତେ ସୁନ୍ଦର ତାଙ୍କୁ ପ୍ରପୋଜ କରିବାକୁ କିଏ ଚାହିଁବ ନାହିଁ। ମୁଁ ମଜା କରିବା ପାଇଁ ଏହା କରିଥିଲି, ନିଆ ମଧ୍ୟ ଏଥିରେ ମୋତେ ସମର୍ଥନ କରିଥିଲେ।
ଜାଣନ୍ତୁ କିଏ ସେହି ‘ଚେଲ୍ଲମ ସାର୍’; ‘ଫ୍ୟାମିଲି ମ୍ୟାନ୍-୨’ରେ ଯାହାଙ୍କ ଚରିତ୍ର ଜିଣୁଛି ହୃଦୟ…
ବମ୍ବେ: ରିଲିଜ୍ ପରଠାରୁ ଦର୍ଶକଙ୍କ ମନ ଜିଣୁଛି ‘ଦ ଫ୍ୟାମିଲି ମ୍ୟାନ୍ ସିଜନ ୨’। ସିରିଜର ପ୍ରତ୍ୟେକଟି ଚରିତ୍ର ସ୍ବତନ୍ତ୍ର ଛାପ ଛାଡ଼ୁଥିବା କୁହାଯାଉଛି। ଏସବୁ...
ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା
ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ...
ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍ଇନ୍ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !
ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...
ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ
ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮...
‘ବିବାହ ଉପରୁ ଭରସା ତୁଟି ଗଲାଣି’
ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ...
ବେବି ବମ୍ପ୍ରେ ନଜର ଆସିଲେ ନୁସରତ
ମୁମ୍ବାଇ: ଟିଏମ୍ସି ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...
ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ
ନୂଆଦିଲ୍ଲୀ,୧୭।୬: ୨୦୧୩ରେ ରିଲିଜ ହୋଇଥିଲା ବଲିଉଡ୍ କିଙ୍ଗ୍ ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’। ଏହି ବ୍ଲକବଷ୍ଟର ଫିଲ୍ମର ଆଇଟମ ସଙ୍ଗ୍ର ଶୁଟିଂବେଳେ ଶାହାରୁଖଙ୍କୁ...
ଅଜୟ ଦେବଗନ୍ଙ୍କ କିଣିଲେ ନୂଆ ଘର: ଦାମ୍ ରହିଛି…
ବଲିଉଡ୍ ଅଭିନେତା ଅଜୟ ଦେବଗନଙ୍କର ଜୁହୁରେ ଏକ ସୁନ୍ଦର ବଙ୍ଗଳା ଅଛି। ଏଠାରେ ସେ ତାଙ୍କ ପରିବାର ସହିତ ରୁହନ୍ତି। ଏକ ଇନଡୋର ଜିମ ବ୍ୟତୀତ...


