ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ ନେତା ସଚିନ ପାଇଲଟ ମଧ୍ୟ ଦଳରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା। ଖୁବ୍ଶୀଘ୍ର ସେ ଭାଜପାରେ ସାମିଲ ହେବେ ଏବଂ ଏନେଇ ସେ ସଚିନଙ୍କ ସହ କଥା ହୋଇସାରିଛନ୍ତି ବୋଲି ଭାଜପା ନେତ୍ରୀ ରୀତା ବହୁଗୁଣା ଯୋଶୀ କହିଥିଲେ। ତେବେ ଶୁକ୍ରବାର ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପାଇଲଟ ପୁଣି ଥରେ ଏହି ଆଲୋଚନାକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଭାଜପା ନେତ୍ରୀ ରୀତା ବହୁଗୁଣା ଏନେଇ ସଚିନ ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ। କାରଣ ମୋ ସହିତ କଥାବାର୍ତ୍ତା କରିବାକୁ ତାଙ୍କର ସତ୍ସାହସ ନାହିଁ। ପାଇଲଟଙ୍କ ଏଭଳି ବୟାନ ପରେ ରାଜନୈତିକ ଉଷ୍ମତା ଦେଖାଦେଇଛି।
୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…
ଚଣ୍ଡିଗଡ଼,୨୩।୬: ପଞ୍ଜାବ ମନସାର ଜଣେ ରଦ୍ଦିଓ୍ବାଲା ଭାରତୀୟ ସେନାଠାରୁ ୬ ଗ୍ରାଉଣ୍ଡେଡ୍ ହେଲିକପ୍ଟର କ୍ରୟ କରିଛନ୍ତି। ଯାହାକୁ ଦେଖିବା ପାଇଁ ସହରରେ ପ୍ରବଳ ଭିଡ଼ ଜମିଥିବା...
ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା
ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ...
ବାୟୋମେଟ୍ରିକ୍ସକୁ ଲକ୍ କରିପାରିବେ କାର୍ଡଧାରୀ
ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି।...
ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍ପି
ମୁମ୍ବାଇ,୮।୬: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରିବା ମହାରାଷ୍ଟ୍ରର ସ୍ବାଧୀନ ଏମ୍ପି ନବନୀତ କୌର ରାଣାଙ୍କୁ ମହଙ୍ଗା ପଡ଼ିଛି। ଏଥିନେଇ ବମ୍ବେ ହାଇକୋର୍ଟ ତାଙ୍କ ଉପରେ...
ଯୋଗୀଙ୍କୁ ଭେଟିଲେ ଜିତେନ
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...
ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…
କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ...
ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ
ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍ଡାଉନ ଅବଧିକୁ...
ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…
ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ...


