E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ହାତୀ ଖାଉଛି ହେଲମେଟ୍‌ : ଭିଡିଓ ଭାଇରାଲ
8:41 amJune 12, 2021

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀକୁ ଦେଖିବାକୁ ମିଳୁଛି। ପରେ ରାସ୍ତା କଡ଼ରେ ଏକ ଗାଡ଼ିରେ ଟଙ୍ଗା ହୋଇଥିବା ହେଲମେଟ୍‌କୁ ହାତୀଟି ଶୁଣ୍ଢ ସାହାଯ୍ୟରେ କାଢ଼ି ତାହାକୁ ଖାଇଦେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ରି ଟୁଇଟକରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

Ohh no… pic.twitter.com/TpPB4NCRZd

— Susanta Nanda IFS (@susantananda3) June 11, 2021


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଉଚ୍ଚ କୋଠାରୁ ଓହ୍ଲାଇବାକୁ ମାଙ୍କଡ଼ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ନିଜ ବିବାହରେ କ୍ୟାମେରାମ୍ୟାନ୍‌ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍‌ କଲେ ଯେ ଭିଡିଓ ହେଉଛି…

ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍‌ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍‌ଷ୍ଟାଗ୍ରାମରେ...

ବଦଳୁଛି ଭୂଭାଗ, ବଢୁଛି ମରୁଭୂମି

ପରିବେଶ ସମ୍ପର୍କିତ ଆଲୋଚନାବେଳେ ସର୍ବଦା ଚର୍ଚ୍ଚାର ପରିସର ଭିତରେ ରହିଥାଏ ବିଶ୍ୱତାପନ, ବାୟୁ ପ୍ରଦୂଷଣ। ଏହାକୁ ବାଦ୍‌ ଦେଲେ ହିମବାହ ତରଳିବା, ମହାସାଗର ଜଳସ୍ତର ବଢ଼ିବା...

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା...

ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...

ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି...

ଏଲିଅନ୍‌ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ

ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍‌ଓ ଦୃଶ୍ୟକୁ...

ଅନ୍‌ଲାଇନ୍‌ରେ ଯୁବତୀ ଅର୍ଡର କରିଥିଲେ ଡ୍ରେସ୍‌, ଘରେ ପହଞ୍ଚିଲା…

ଅନ୍‌ଲାଇନ୍‌ ଶପିଂର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି, କିନ୍ତୁ ଲୋକେ ଅଭିଯୋଗ କରନ୍ତି ଯେ, ସେମାନେ ଓ୍ବେବ୍‌ସାଇଟ୍‌ରେ ଡ୍ରେସ୍‌ର ଫଟୋ ଏବଂ ରଙ୍ଗ ଦେଖନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
Next Post Next post:
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts