E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଏନ୍‌ସିପି ମୁଖ୍ୟଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର
6:42 pmJune 11, 2021

ମୁମ୍ବାଇ,୧୧।୬: ରାଜନୀତି ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଶୁକ୍ରବାର ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହାକୁ ନେଇ ରାଜନୈତିକ ଉସ୍ମତା ଦେଖାଦେଇଛି। ଏହା ମିଶନ ୨୦୨୪ କିମ୍ବା ଲୋକ ସଭା ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ ହେଉଥିବା ଚର୍ଚ୍ଚା ଜୋର ଧରିଛି।

ପ୍ରଶାନ୍ତ କିଶୋରଙ୍କ ନିକଟ ସୂତ୍ରରୁ କୁହାଯାଇଛି, ମମତା ବାନାର୍ଜୀ ଏବଂ ଏମ୍‌.କେ ଷ୍ଟାଲିନଙ୍କୁ ସମର୍ଥନ କରିଥିବା ସମସ୍ତ ନେତାଙ୍କୁ ସେ ଭେଟିବେ। କିନ୍ତୁ ୨୦୨୪ ନିର୍ବାଚନ ଆଲୋଚନାର ମୁଖ୍ୟ ପ୍ରସଙ୍ଗ ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚ୍ୟାଲେଞ୍ଜ କରିବା ପାଇଁ ମିଳିତ ବିରୋଧୀ ଦଳକୁ ଏକ ପ୍ରାର୍ଥୀ ଛିଡା କରିବା ଏହାର ଉଦେଶ୍ୟ ହୋଇପାରେ। ସୂଚନା ଯୋଗ୍ୟ, ପଶ୍ଚିମବଙ୍ଗ ନିର୍ବାଚନ ପରେ ପ୍ରଶାନ୍ତ କୌଣସି ଦଳ ପାଇଁ ରଣନୀତି ପ୍ରସ୍ତୁତ କରିବେ ନାହିଁ ବୋଲି ଘୋଷଣା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ...

କୋଭିଶିଲ୍ଡ ଡୋଜ୍‌ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ...

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି...

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି...

ଥରିଲା ଆସାମ: ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ଘଣ୍ଟାରେ ୫ଥର ଭୂକମ୍ପ

ଗୁଆହାଟି,୧୯।୬: ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଛି। ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ଏହା ପଞ୍ଚମ...

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ ଭାଜପାରେ କେହି ରହିବେ ନାହିଁ ’
Next Post Next post:
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts