ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ ଏବେ ବି ବହୁ ବ୍ୟବସାୟୀ କୋଭିଡ୍ ପରୀକ୍ଷା କରିନାହାଁନ୍ତି। ଫଳରେ ସହରରେ ଦିନକୁ ଦିନ ସଂକ୍ରମଣ ବଢୁଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହେଲାଣି। ତେଣୁ ଯେଉଁ ବ୍ୟବସାୟୀମାନେ କୋଭିଡ୍ ପରୀକ୍ଷା କରିନାହାନ୍ତି ତୁରନ୍ତ ପରୀକ୍ଷା କରିବାକୁ ଏନ୍ଏସି ପକ୍ଷରୁ କୁହାଯାଇଛି। ଏହାର ଅବମାନନା କଲେ କୋଭିଡ ନିୟମ ଅନୁଯାୟୀ ଦୋକାନ ବନ୍ଦ କରାଯିବ ବୋଲି ଏନ୍ଏସି ପକ୍ଷରୁ ଶୁକ୍ରବାର ଏକ ଗାଇଡଲାଇନ୍ ଜାରି ହୋଇଛି। ଏହା ସହିତ ଏକ ନିର୍ଦ୍ଦିଷ୍ଟ ବସ୍ତ୍ରାଳୟ କିମ୍ବା ତାଙ୍କ ଘରୁ ସାବିତ୍ରୀ ବ୍ରତ କିମ୍ବା ରଜ ପାଇଁ ଶାଢୀ କିଣିଥିବା ଲୋକମାନେ ମଧ୍ୟ କୋଭିଡ୍ ପରୀକ୍ଷା କରାଇନେବା ପାଇଁ ଅନୁରୋଧ କରାଯାଇଛି।
Posted inଆମ ଜିଲା ଖବର, କନ୍ଧମାଳ, ରାଜ୍ୟ View All
‘ୟାସ୍’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର...
ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍ଟ୍ରେଟର
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ...
ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…
ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ...
ସଙ୍କଟରେ ଇସ୍ପାତ ଶିଳ୍ପ
ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍...
ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ...
ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…
ସୁନ୍ଦରଗଡ଼,୧୩।୬(ଡି.ଏନ୍.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ...
ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ
ସୋର,୧୭ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ...


