E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି
7:39 pmJune 11, 2021

ନାଶିକ,୧୧।୬ : କୋଭିଡ୍‌ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର ନାମକ ଜଣେ ବ୍ୟକ୍ତି ଅଜବ ଦାବି ଆଣିଛନ୍ତି। ଦ୍ୱିତୀୟ ଟିକା ନେବା ପରେ ତାଙ୍କୁ ଚୁମ୍ବକୀୟ ଶକ୍ତି ମିଳିଛି। ଲୁହାରେ ତିଆରି ପଦାର୍ଥ ତାଙ୍କ ଦେହରେ ଲାଗି ରହୁଥିବା ସେ ଦାବି କରିଛନ୍ତି।

ନିଜ ଦାବିକୁ ପ୍ରମାଣ କରିବା ପାଇଁ ସେ ଭିଡିଓ ମଧ୍ୟ ଶେୟାର କରିଛନ୍ତି। ଭିଡିଓରେ ପ୍ଲେଟ, ଚାମଚ ଓ ମୂଦ୍ରା ତାଙ୍କ ଦେହରେ ଲାଗି ରହିଥିବା ଦେଖିବାକୁ ମିଳୁଛି। ପ୍ରଥମେ ଦେହର ଝାଳ କାରଣରୁ ଏଭଳି ହେଉଥିବା ଅରବିନ୍ଦଙ୍କ ପରିବାର ଲୋକେ ଅନୁମାନ କରୁଥିଲେ। କିନ୍ତୁ ଗାଧୋଇ ସାରିବା ପରେ ମଧ୍ୟ ଲୁହାରେ ପ୍ରସ୍ତୁତ ବିଭିନ୍ନ ସାମଗ୍ରୀ ତାଙ୍କ ଦେହରେ ଲାଗି ରହୁଥିବା ଜାଣିବାକୁ ପାଇଥିଲେ।

ଭିଡିଓ ଭାଇରାଲ ହେବା ପରେ ଏହାର କାରଣ ଜାଣିବା ପାଇଁ ସୋନାରଙ୍କ ଘରେ ପହଞ୍ଚିଥିଲେ ନାଶିକ ମ୍ୟୁନିସିପାଲ କର୍ପୋରେଶନର ଡାକ୍ତର। ତଦନ୍ତ ଶେଷ ହେବା ପରେ ହିଁ ଏହାର କାରଣ କହିପାରିବୁ । ଏ ସମ୍ପର୍କରେ ଆମେ ପ୍ରଥମେ ସରକାରଙ୍କୁ ଏକ ରିପୋର୍ଟ ପଠାଇବୁ। ପରେ ତଦନ୍ତ ଦରକାର କି ନାହିଁ ଜଣାପଡ଼ିବ ବୋଲି ଡାକ୍ତର ଅଶୋକ ଥୋରାଟ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ସମୁଦ୍ର ମଧ୍ୟରେ ଟନ୍‌ ଟନ୍‌ ମାଟି ପକାଇ ଏହି ଦେଶ ନିର୍ମାଣ କରୁଛି ନୂଆ ସହର, ଏଥିରେ ରହିବ ଏସବୁ ସୁବିଧା

ସମୁଦ୍ର ମଧ୍ୟରେ କୋଟି କୋଟି ଟନ୍‌ ମାଟି ପକାଇ ଡେନମାର୍କ ଏକ ନୂଆ ସହର ତିଆରି କରିବାକୁ ଯାଉଛି। ଦେଶର ସଂସଦ ଏହି ପ୍ରୋଜେକ୍ଟକୁ ମଞ୍ଜୁରୀ...

ଆଇଫୋନ୍‌ରୁ ଭାଇରାଲ ହେଲା ଯୁବତୀଙ୍କ ନଗ୍ନ ଫଟୋ, ଏବେ କମ୍ପାନୀକୁ ଦେବାକୁ ପଡ଼ିବ ଏତିକି ପରିମାଣର ଟଙ୍କା…

ଆଇଫୋନ୍‌ ତିଆରି କରୁଥିବା କମ୍ପାନୀ ଆପଲ ଏବେ ଏକ ଭୁଲ ପାଇଁ କୋଟି କୋଟି ଟଙ୍କା ଜରିମାନା ଦେବ। କାରଣ ଜଣେ ଯୁବତୀଙ୍କ ଫୋନ୍‌ ଖରାପ...

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...

୨.୭ କୋଟିର ମୋନାଲିସା ପେଣ୍ଟିଂ

ଲିଓନାର୍ଡୋ ଡା ଭିନ୍‌ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍‌ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍‌ ଦେଖିବାକୁ ମିଳିଛି।...

ଅନ୍‌ଲାଇନ୍‌ରେ ଯୁବତୀ ଅର୍ଡର କରିଥିଲେ ଡ୍ରେସ୍‌, ଘରେ ପହଞ୍ଚିଲା…

ଅନ୍‌ଲାଇନ୍‌ ଶପିଂର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି, କିନ୍ତୁ ଲୋକେ ଅଭିଯୋଗ କରନ୍ତି ଯେ, ସେମାନେ ଓ୍ବେବ୍‌ସାଇଟ୍‌ରେ ଡ୍ରେସ୍‌ର ଫଟୋ ଏବଂ ରଙ୍ଗ ଦେଖନ୍ତି।...

ଦାନ୍ତରେ ସିଲିଣ୍ଡର ଉଠାଇ ଚର୍ଚ୍ଚାରେ ଶାଢି ପିନ୍ଧା ମହିଳା

ଆଜିକାଲି ସୋସିଆଲ ମିଡିଆରେ ଜଣେ ନାଲି ଶାଢି ପିନ୍ଦା ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ମହିଳା ଜଣଙ୍କ ଦାନ୍ତରେ ଏଲ୍‌ପିଜି ସିଲିଣ୍ଡର ଉଠାଉଥିବା...

ମହାମାରୀରେ ବଢ଼ିଛି ଡ୍ରଗ୍ସ ସେବନ

ଡ୍ରଗ୍ସ ହେଉଛି ନୀରବ ବିଷ। ଥରେ ଏହାର କବଳିତ ହେବା ପରେ ଏଥିରୁ ମୁକୁଳିବା କାଠିକର ପାଠ। ତଥାପି କୁସଙ୍ଗରେ ପଡ଼ି ଯୁବପିଢ଼ି ଏଭଳି ଘାତକ...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର
Next Post Next post:
ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts