E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ

ଟିକା ନେଲେ ହୋମ୍‌ ଡେଲିଭରି ବୟ, ରେଷ୍ଟୁରାଣ୍ଟ କର୍ମଚାରୀ
8:34 pmJune 11, 2021

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିଭିନ୍ନ ବର୍ଗର ଲୋକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ଟିକାକରଣକୁ ତ୍ୱରାନ୍ବିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ହୋମ୍‌ ଡେଲିଭରି ବୟଙ୍କ ଟିକାକରଣ ଆରମ୍ଭ କରାଯାଇଛି। ଗଜପତି ନଗର ସ୍ଥିତ ସପ୍ତମ ବାଟାଲିୟନ ୟୁପିଏମ୍‌ଇ ସ୍କୁଲରେ ସ୍ବିଗି ଏବଂ ଜମାଟୋର ଡେଲିଭରି ବୟଙ୍କୁ ଟିକାକରଣ କରାଯାଇଥିଲା। ପୂର୍ବାହ୍ନ ସାଢେ ୧୦ଟା ଏହି ଟିକାକରଣ ଆରମ୍ଭ ହୋଇଥିଲା।

ସୂଚନାଯୋଗ୍ୟ, ରାଜ୍ୟରେ ଏବେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଚାଲିଥିବା ବେଳେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀକୁ ଛାଡି ଅନ୍ୟ ସମସ୍ତ ଦୋକାନ ବନ୍ଦ ରହୁଛି। ତେବେ ଏହି ସମୟରେ ଲୋକମାନଙ୍କ ମନ ପସନ୍ଦର ଖାଦ୍ୟ ତଥା ଅନ୍ୟାନ୍ୟ ସାମଗ୍ରୀ ଘରେ ପହଞ୍ଚାଇବାର ଦାୟିତ୍ୱ ଏହି ଡେଲିଭରି ବୟମାନେ ନେଉଛନ୍ତି। ଘର ଘର ବୁଲି ସେମାନେ ଖାଦ୍ୟ ପହଞ୍ଚାଉଥିବା ବେଳେ ସେମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଏଭଳି ବ୍ୟବସ୍ଥା କରାଯାଇଛି। ସେହିପରି ଓଡ଼ିଶା ରେଷ୍ଟୁରାଣ୍ଟ ଆସୋସିଏଶନ୍‌ର କର୍ମଚାରୀମାନଙ୍କ ପାଇଁ ମଧ୍ୟ ଟିକାକରଣ ଆରମ୍ଭ ହୋଇଛି। ନୟାପଲ୍ଲୀର ଆଇଆର୍‌ସି ଭିଲେଜ୍‌ ସ୍ଥିତ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ପୂର୍ବାହ୍ନ ସାଢେ ୧୧ଟାରୁ ଟିକା ଦାନ ପ୍ରକ୍ରିୟା ଆରମ୍ଭ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ View All

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

ବାହାରେ ପଡ଼ିଥିଲା ତାଲା: ଭିତରେ ଚାଲିଥିଲା ବେପାର; ଆଉ ତା’ ପରେ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍‌। ଏଭଳି ଏକ...

ୟୁଜି-ପିଜି ପରୀକ୍ଷା, ଜଣେ ପିଲାଙ୍କୁ ଜଣେ ଶିକ୍ଷକଙ୍କ ଦାୟିତ୍ୱ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଶୁକ୍ରବାର ଏକ ବୈଠକ ବସିଥିଲା । ଏଥିରେ ୟୁଜି ଓ ପିଜି ପରୀକ୍ଷା ନେଇ ଆଲୋଚନା ହୋଇଛି। ଭର୍ଚୁଆଲ ବୈଠକରେ...

୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ...

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...

‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି

ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି...

ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍‌-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ...

ଏସ୍‌ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍‌ଡିଜିରେ ଅଧିକ ୧୦ ପଏଣ୍ଟ ପାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ
Next Post Next post:
ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts