E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୧୮ରୁ ଊର୍ଦ୍ଧ୍ୱ ସମସ୍ତଙ୍କ ପାଇଁ ଆରମ୍ଭ ହେଲା ସ୍ଲଟ୍‌ ବୁକିଂ
9:08 pmJune 11, 2021

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଅନ୍‌ଲାଇନ୍‌ରେ ଆରମ୍ଭ ହୋଇଛି ସ୍ଲଟ୍‌ ବୁକିଂ। ୪୫ରୁ ଊର୍ଦ୍ଧ୍ୱ ବର୍ଗର ହିତାଧିକାରୀ ସେମାନଙ୍କ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ସ୍ଲଟ୍‌ ବୁକିଂ କରି ପାରିବେ। ଏନେଇ ଶୁକ୍ରବାର ରାତି ୮ଟାରୁ ବୁକିଂ ଆରମ୍ଭ ହୋଇଛି।

ହିତାଧିକାରୀମାନେ selfregistration.cowin.gov.in ମାଧ୍ୟମରେ ବୁକିଂ କରି ପାରିବେ। ଆସନ୍ତା ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ସନ୍ଧ୍ୟା ୫ଟାରୁ ୬ମଧ୍ୟରେ ଏହି ଟିକାକରଣ କରାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ପାଇଁ ମଧ୍ୟ ସ୍ଲଟ ବୁକିଂ ଆରମ୍ଭ କରାଯାଇଛି। ଉକ୍ତ ଲିଙ୍କ ମାଧ୍ୟମରେ ଏହି ବର୍ଗର ହିତାଧିକାରୀମାନେ ପ୍ରଥମ ଡୋଜ୍‌ ଟିକା ପାଇଁ ବୁକିଂ କରି ପାରିବେ। ଆସନ୍ତା ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଟିକାକରଣ ଜାରି ରହିବ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...

ବିନା ସ୍ଲଟ୍‌ ବୁକିଂରେ ନେଇପାରିବେ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍‌ରେ ଦିଆଯିବ ଦିତୀୟ ଡୋଜ୍‌ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା...

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି...

ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍‌ ରହୁଛି ନୂଆ ଆକ୍ରାନ୍ତଙ୍କ...

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...

ପଦ୍ମଫୁଲ ତୋଳିବା ହେଲା କାଳ

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି...

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ...

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ ( ଜୁନ୍ ୧୧, ୨୦୨୧)
Next Post Next post:
ନଦୀକୁ ଖସିଲା ବସ୍‌: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts