E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ନଦୀକୁ ଖସିଲା ବସ୍‌: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ
9:16 pmJune 11, 2021

କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି। ବେଲୁଚିସ୍ଥାନ ପ୍ରଦେଶର ସୁଦୂର ଜିଲାରେ ପ୍ରବେଶ କରିବା ସମୟରେ ଏହି ଦୁର୍ଘଟଣା ଘଟିଛି।

ଏକ ସ୍ଥାନୀୟ ଧାର୍ମିକ କାର୍ଯ୍ୟକ୍ରମରୁ ୫୯ ତୀର୍ଥଯାତ୍ରୀଙ୍କୁ ନେଇ ଫେରୁଥିବା ବସ୍‌ ନିୟନ୍ତ୍ରଣ ହରାଇ ନଦୀକୁ ଖସି ପଡ଼ିଥିଲା। ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୧ ଜଣ ଆହତ ହୋଇଥିବା ସ୍ଥାନୀୟ ବରିଷ୍ଠ ଅଧିକାରୀ ବଶିର ବଜାଇ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…

ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...

୩୩୦ କୋଟି ଦେଲେ ସ୍କଟ୍‌

ଆମେରିକାର ଶିକାଗୋ ସହରରେ ଥିବା ୨ଟି କଲେଜକୁ ଆମାଜନ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କ ପୂର୍ବତନ ସ୍ତ୍ରୀ ମାକ୍‌କେଞ୍ଜି ସ୍କଟ୍‌ ୪୫ ମିଲିୟନ ଡଲାର (ପ୍ରାୟ ୩୩୦...

‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’

ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌...

ରାଷ୍ଟ୍ରପତି ବାଇଡେନଙ୍କ ପୁଅ କଲ୍‌ଗର୍ଲଙ୍କୁ ଦେଲେ ୧୮ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨୪ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ପୁଅ ହଣ୍ଟର ବାଇଡେନ ୨୦୧୮ରେ ଜଣେ କଲ୍‌ଗର୍ଲଙ୍କ ସହିତ ହୋଟେଲରେ ରାତି କଟାଇଥିଲେ। ଯାହାକି ତାଙ୍କ ପିତା ଜୋ-ବାଇଡେନଙ୍କ ଉପରେ...

ଏଲ୍‌ ସାଲଭେଡରରେ ବୈଧ ହେବ ବିଟ୍‌କଏନ

ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍‌ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ୍‌କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍‌...

ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍‌ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…

ବାର୍ସାଲୋନା,୩ା୬: ସ୍ପେନ୍‌ର ଏକ ବାର୍‌ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍‌ ମାଲିକ ତାଙ୍କୁ...

ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍‌ଙ୍କ ଇସ୍ତଫା

ଓ୍ବାଶିଂଟନ୍‌, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍‌ ଦାତବ୍ୟ...

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୮ରୁ ଊର୍ଦ୍ଧ୍ୱ ସମସ୍ତଙ୍କ ପାଇଁ ଆରମ୍ଭ ହେଲା ସ୍ଲଟ୍‌ ବୁକିଂ
Next Post Next post:
ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts