E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ
9:32 amJune 12, 2021

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍‌ ଆଣ୍ଡ୍‌ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି। ଏଥିରେ ୬୧ଟି କବିତା ସ୍ଥାନିତ ହୋଇଛି। ନୂଆଦିଲ୍ଲୀର ହର୍‌ ଆନନ୍ଦ ପ୍ରକାଶନୀ ପକ୍ଷରୁ ଏହାକୁ ପ୍ରକାଶ କରାଯାଇଛି। ଜୀବନର ଅଭିଜ୍ଞତା କବିତାଗୁଡ଼ିକରେ ପ୍ରତିଫଳିତ ହେବା ସହିତ ମୃତ୍ୟୁର ଅନୁଭବ ଏବଂ ଦାର୍ଶନିକ ଅଭିବ୍ୟକ୍ତିକୁ କବି ଏଥିରେ ଅତି ସାବଲୀଳ ଢଙ୍ଗରେ ଶବ୍ଦାୟିତ କରିଛନ୍ତି। ଏହା ବହୁବିଧ ଜୀବନର ରଙ୍ଗ ଓ ପରିଧି ବାହାରକୁ ଯାଇପାରିଛି। ପ୍ରଖ୍ୟାତ ଲେଖକ ହରପ୍ରସାଦ ଦାସ ୧୬୧ ପୃଷ୍ଠା ସମ୍ବଳିତ ଏହି ପୁସ୍ତକର ମୁଖବନ୍ଧ ଲେଖିଥିବାବେଳେ ଖ୍ୟାତନାମା ଚିତ୍ରକର ଗଜେନ୍ଦ୍ର ସାହୁ ପ୍ରଚ୍ଛଦପଟ ଡିଜାଇନ୍‌ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ବ୍ଲାକ୍‌ ଫଙ୍ଗସ୍‌: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା

ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍‌ (ବ୍ଲାକ୍‌ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ...

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮...

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର...

ଓଡ଼ିଶାରେ ବି ପାଳନ ହେଉନି ନିୟମ

ଭୁବନେଶ୍ୱର(ବ୍ୟୁରୋ),୧୪ା୬: ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ସାଢ଼େ ୮ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ପ୍ରାୟ ୮ ଲକ୍ଷ ସୁସ୍ଥ ହୋଇ ଘରକୁ...

ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍‌...

ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର...

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...

ଅଭୟ ପାଠକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୭।୬: ବୈଦ୍ୟନାଥପୁର ଥାନା ମାମଲାର ବିଚାର କରି ଗୁରୁବାର ହାଇକୋର୍ଟ ପୂର୍ବତନ ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଏବଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜି ୭: ଭାରତ ପାଇଁ କ’ଣ
Next Post Next post:
ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts