ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୭୦ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର ୩୩୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪ ହଜାର ୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୨୧ ହଜାର ୩୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୧ ଲକ୍ଷ ୬୭ ହଜାର ୯୫୨ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୪ କୋଟି ୯୬ ଲକ୍ଷ ୩୦୪ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୭ କୋଟି ୬୨ ଲକ୍ଷ ୯୮ ହଜାର ୨୫୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି
ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ...
ସହଜ ନୁହେଁ ୨୦୨୨ ନିର୍ବାଚନ
ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି...
ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍ ସହ ଲଢ଼ୁଛନ୍ତି ଯୁଦ୍ଧ
ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍ପିଏଫ୍) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି।...
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା...
ଭାରତ ୨ ପାଦ ତଳକୁ ଖସିଲା
ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର...
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...
ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ
ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ...
ଦ୍ୱାଦଶ ପରୀକ୍ଷା ନେଇ ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ,୧।୬: ବୋର୍ଡ ପରୀକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଦ୍ୱାଦଶ ଶ୍ରେଣୀର...


