କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍ୟୁସିଆଇ ପକ୍ଷରୁ ଅଭିଯୋଗ ହୋଇଛି। ଏ ନେଇ ଏସ୍ୟୁସିଆଇ(ସି) ପକ୍ଷରୁ ସିଡିଏ ସେକ୍ଟର-୯ରେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ରତି ଜିଲା ଓ ବ୍ଲକରେ କୋଭିଡ୍ ହସ୍ପିଟାଲ ସ୍ଥାପନ, ବିନା ମୂଲ୍ୟରେ ଚିକିତ୍ସା ଓ ଔଷଧ ଯୋଗାଣ, ସମସ୍ତଙ୍କୁ ଟିକାକରଣ, କ୍ଷତିଗ୍ରସ୍ତଙ୍କୁ ଆର୍ଥିକ ସହାୟତା, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍ର ମୂଲ୍ୟ ହ୍ରାସ କରିବା ପାଇଁ ଏସ୍ୟୁସିଆଇ ପକ୍ଷରୁ ଦାବି କରାଯାଇଛି। ଏସ୍ୟୁସିଆଇର କଟକ ଜିଲା ସମ୍ପାଦକ ବିଶ୍ୱାବସୁ ଦାସ, ଖଗେଶ୍ୱର ସେଠୀ, ଜିଲା କମିଟି ସଦସ୍ୟ ବସନ୍ତ ନାୟକ, ଶିବାଶିଷ ପ୍ରହରାଜ, ବବି ବଳବନ୍ତରାୟ, ଭାଗ୍ୟରବି ଦାସ, ସସ୍ମିତା ମହାନ୍ତି ପ୍ରମୁଖ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ।
Posted inଆମ ଜିଲା ଖବର, କଟକ, କରୋନା ଭାଇରସ୍, ରାଜ୍ୟ View All
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...
କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ
ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ...
୨ ବିଭାଗର ଅବହେଳାରୁ ଦନ୍ତା ମୃତ
ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧...
ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ
ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା...
ରୟତି ଜମିରୁ ବେଆଇନ ଗଛକଟା
ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍ କିସମ ମେଳ ଖାଉ ନ...
ଖୁସି ଖବର: ଭାକ୍ସିନ୍ ମିକ୍ସିଂରେ ପରାଜିତ ହେବ କରୋନା…
ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ...
ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ
ଛତ୍ରପୁର,୨୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍ ଥିବାରୁ ଜିଲା ଗ୍ରୀନ୍ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨...


