ବଲିଉଡ୍ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ ରଣବୀର କପୁର ମୁଖ୍ୟ ଭୂମିକାରେ ନଜର ଆସି ଥିଲେ। ବଲିଉଡର ଏ-ଲିଷ୍ଟର ଅଭିନେତ୍ରୀମାନଙ୍କ ମଧ୍ୟରୁ ସୋନମ ଅନ୍ୟତମ। କିନ୍ତୁ ବୋଧହୁଏ ଖୁବ କମ ଲୋକ ଜାଣିଥିବେ, ସୋନମ କେବେ ଅଭିନେତ୍ରୀ ହେବାକୁ ଚାହୁଁନଥିଲେ। ସେ ଜଣେ ଲେଖକ ଏବଂ ନିର୍ଦ୍ଦେଶକ ହେବାକୁ ଚାହୁଁଥିଲେ। ଯେଉଁଥିପାଇଁ ସେ ମୁମ୍ବାଇ ଫେରି ଆସି ସଞ୍ଜୟ ଲୀଲା ଭଁସାଲୀଙ୍କ ସହ ସହକାରୀ ଭାବରେ କାମ କରିବା ଆରମ୍ଭ କରିଥିଲେ। ୨୦୦୫ ରେ ସୋନମ ରାନୀ ମୁଖାର୍ଜୀଙ୍କ ଫିଲ୍ମ ‘ବ୍ଲାକ’ରେ ସହକାରୀ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ। ଲେଖକ ହେବାର ସ୍ବପ୍ନ ନେଇ ସୋନମ ଆସିଥିଲେ। କିନ୍ତୁ ସଞ୍ଜୟ ଲୀଲା ଭଁସାଲୀ ଚାହୁଁଥିଲେ ଯେ ସେ ଜଣେ ଅଭିନେତ୍ରୀ ହୁଅନ୍ତୁ। ସୋନମଙ୍କୁ ‘ସାୱରିୟା’ ଫିଲ୍ମ ପାଇଁ ମନାଇବା ପାଇଁ ପ୍ରାୟ ଦେଢ଼ ବର୍ଷ ସମୟ ଲାଗିଥିଲା।
ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ
କବୀର ସିଂର ଦୁଇ ବର୍ଷ ପରେ ସାହିଦ୍ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…
ବଲିଉଡ୍ ଅଭିନେତା ସାହିଦ କପୁର ଏଯାବତ୍ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା।...
ଅଭିନେତ୍ରୀ ପାୟଲ ଗିରଫ
ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...
ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍ ଅଭିନେତ୍ରୀ...
ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ
ନୂଆଦିଲ୍ଲୀ,୧୭।୬: ୨୦୧୩ରେ ରିଲିଜ ହୋଇଥିଲା ବଲିଉଡ୍ କିଙ୍ଗ୍ ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’। ଏହି ବ୍ଲକବଷ୍ଟର ଫିଲ୍ମର ଆଇଟମ ସଙ୍ଗ୍ର ଶୁଟିଂବେଳେ ଶାହାରୁଖଙ୍କୁ...
ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା
ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍ରେ ଆସି ଅନେକ ଭଲ ତାରକା ମଧ୍ୟ...
ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..
ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...
‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍କା: ପ୍ରଥମେ ଟିଆର୍ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର
ବମ୍ବେ: ଲଗାତାର ଭାବେ ଟିଆର୍ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍ପି...
ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଜରିନ୍ ଖାନ୍ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ...


