E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…
2:31 pmJune 12, 2021

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା ମାତାଙ୍କ ମନ୍ଦିରରେ ପୂଜା ଲାଗି ଲୋକଙ୍କ ଭିଡ଼ ହେବାରେ ଲାଗିଛି। ତେବେ ମନ୍ଦିରରେ ମାସ୍କ ପିନ୍ଧି ସାମାଜିକ ଦୂରତା ବଜାୟ ରଖି ପୂଜା କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଏସମ୍ପର୍କରେ ମନ୍ଦିର ନିକଟ କାନ୍ଥରେ ଲିଖିତ ଭାବେ ସୂଚିତ ହୋଇଛି। କରୋନା ମାତାଙ୍କୁ ଲାଲ୍‌ ଶାଢ଼ି ପିନ୍ଧାଯାଇଥିବାବେଳେ ମୁହଁରେ ମାସ୍କ୍‌ ରହିଛି। ମାତାଙ୍କ ପାଖରେ ହଳଦିଆ ଫୁଲ, ଫଳ, ବସ୍ତ୍ର,ମିଠାଇ, ଘଣ୍ଟା ଆଦି ଲାଗି କରିବାକୁ ମଧ୍ୟ ସୂଚନା କାନ୍ଥରେ ଉଲ୍ଲେଖ କରାଯାଇଛି। ଗ୍ରାମବାସୀମାନେ ଚାନ୍ଦା କରି ମନ୍ଦିର ନିର୍ମାଣ କରିଛନ୍ତି। ଏହି ମନ୍ଦିର ଏବେ ସୋସିଆଲ ଭିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ View All

୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍‌ଡୋଜର: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍‌ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍‌ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ...

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...

ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍‌ଷ୍ଟାଗ୍ରାମରେ

ମଣିଷ ପ୍ରେମରେ ବେଳେବେଳେ ଏମିତି ଧୋକା ଖାଏ ଯେ, ଚାହିଁଲେ ବି କିଛି କରିବାର କ୍ଷମତା ନ ଥାଏ। ସେମିତି ଏକ ଘଟଣା ଘଟିଛି ଜଣେ...

ଇଟାଲୀ ମରିନ୍‌ଙ୍କ ବିରୋଧରେ ମାମଲା ବନ୍ଦ

ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍‌)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି।...

ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…

ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା...

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...

ସୋପୋରେ ଆତଙ୍କବାଦୀ ଆକ୍ରମଣ: ୨ସୁରକ୍ଷାକର୍ମୀ ଶହୀଦ

ସୋପୋରେ,୧୨।୬: ଜମ୍ମୁ-କଶ୍ମୀର ସୋପୋରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଶନିବାର...

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
Next Post Next post:
ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts