ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗାସୁଁ ପ୍ରଦେଶରେ ମେ ୨୩ରେ ୧୦୦ କିଲୋମିଟର ମାରାଥନ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବରଫାପାତ ଏବଂ ଝଡ଼ବର୍ଷା ଯୋଗୁ ଏଭଳି ହୋଇଛି। ଆୟୋଜନକାରୀ ପାଣିପାଗ ସମ୍ପର୍କରେ ପ୍ରତିଯୋଗୀଙ୍କୁ କୌଣସି ସୂଚନା ପ୍ରଦାନ କରି ନ ଥିବା ଅଭିଯୋଗ ହୋଇଛି। ୨୦୧୮ଠାରୁ ଆରମ୍ଭ ହୋଇଥିବା ଗାସୁଁ ମାରାଥନ୍ରେ ପ୍ରଥମ ବର୍ଗରେ କିଲୋମିଟର, ଦ୍ୱିତୀୟ ବର୍ଗରେ ୨୧ କିଲୋମିଟର ଏବଂ ତୃତୀୟ ବର୍ଗରେ ୧୦୦ କିଲୋମିଟର ମାରାଥନ୍ ଦୌଡ଼ ହୋଇଥାଏ। ଜନମାନବ ଶୂନ୍ୟ ରାସ୍ତାରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ୨୦ ଘଣ୍ଟାର ସମୟ ପ୍ରତିଯୋଗୀଙ୍କୁ ପ୍ରଦାନ କରାଯାଇଥାଏ। ଚେକ୍ ପଏଣ୍ଟ୍ ୨ ଏବଂ ୩ ମଧ୍ୟରେ ପ୍ରତିଯୋଗୀଙ୍କୁ ଖରାପ ପାଗର ସମ୍ମୁଖୀନ ହେବାକୁ ପଡ଼ିଥିଲା।
Posted inଅନ୍ତର୍ଜାତୀୟ, ଖେଳ View All
ଟୋକିଓ ଅଲିମ୍ପିକ୍ସ: ବିନା ଦର୍ଶକରେ ଏବେ ସୁଦ୍ଧା ବିକଳ୍ପ ରହିଛି
ଟୋକିଓ, ୨୬ା୬ (ଏପି)-ବିନା ଦର୍ଶକରେ ଟୋକିଓ ଅଲିମ୍ପିକ୍ସ ଆୟୋଜନ ଏବେ ସୁଦ୍ଧା ବିକଳ୍ପ ପନ୍ଥା ରହିଛି। ଆୟୋଜକ କମିଟି ସଭାପତି ସିକୋ ହାସିମୋତୋ ଶୁକ୍ରବାର ପ୍ରକାଶ...
ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍
ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍ ଚଳାଇଛି। ଏହି ଟ୍ରେନ୍ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା...
ଆଡ୍ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ
ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍ହକ୍ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ...
କୋହଲି, ଯୁବି, ଧୋନୀଙ୍କ ପାଇଁ ଏମିତି ଶବ୍ଦର ବ୍ୟବହାର କଲେ ରଶିଦ
ନୂଆଦିଲ୍ଲୀ,୪।୬: ଭାରତ ପାଇଁ କ୍ରିକେଟ ଗ୍ରାଉଣ୍ଡରେ ଅନେକ ସଫଳତା ହାସଲ କରିଥିବା ମହେନ୍ଦ୍ର ସିଂ ଧୋନୀ, ଯୁବରାଜ ସିଂ (ଯୁବି) ଓ ବିରାଟ କୋହଲିଙ୍କୁ ଗୋଟିଏ...
ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ
ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍ର ରୂପ ନେଇଛି। ଏହି ଷ୍ଟ୍ରେନ୍ ବ୍ରିଟେନରେ ଆତଙ୍କ...
ଅଲିମ୍ପିକ୍ସକୁ ୧୯୦ଜଣିଆ ଦଳ ପଠାଇବ ଭାରତ
ନୂଆଦିଲ୍ଲୀ, ୪ା୬(ପି.ଟି.)-ଆସନ୍ତା ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତ ୧୯୦ ଜଣିଆ ଦଳ ପଠାଇବ ବୋଲି ଆଶା କରାଯାଉଛି। ତନ୍ମଧ୍ୟରେ ୧୦୦ ଜଣ ଆଥ୍ଲେଟ ଅନ୍ତର୍ଭୁକ୍ତ। କ୍ରୀଡ଼ାମନ୍ତ୍ରୀ...
ବିମଣ୍ଟ, ନାଇଟଙ୍କ ପ୍ରଭାବୀ ବ୍ୟାଟିଂ
ବ୍ରିଷ୍ଟଲ, ୧୭।୬- ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକମାତ୍ର ମହିଳା କ୍ରିକେଟ ଟେଷ୍ଟ ମ୍ୟାଚ ବୁଧବାର ଆରମ୍ଭ ହୋଇଛି। ପାଖାପାଖି ୭ ବର୍ଷ ବ୍ୟବଧାନରେ ଭାରତୀୟ...
ପଳାତକ ଚୋକ୍ସିଙ୍କ ଜାମିନ ଆବେଦନ ଖାରଜ…
ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍ଫେର୍ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍ ଚୋକ୍ସିଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ...


