E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ
4:39 pmJune 12, 2021

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ୧୪ ଜୁନ୍‌ ୨୦୨୦ରେ ନିଜ ବାନ୍ଦ୍ରା ଫ୍ଲାଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଯାହା ପରେ ସୁଶାନ୍ତ ହେଡ୍‌ଲାଇନ ଖବର ପାଲଟି ଯାଇଥିଲେ। ବଲିଉଡ୍‌ର ଅନେକ ଫିଲ୍ମରେ ଅଭିନୟ କରିଥିବା ଏହି ଅଭିନେତା ଟେଲିଭିଜନ ଇଣ୍ଡଷ୍ଟ୍ରିରୁ ନିଜର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ଏଥିରେ ସଫଳତା ପାଇବା ପରେ ସେ ଫିଲ୍ମ ‘କାଇ ପୋ ଚେ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ଯେଉଁଥିରେ କି ତାଙ୍କ ଅଭିନୟକୁ ବହୁତ ପ୍ରଶଂସା କରାଯାଇଥିଲା। ଆଉ ଦୁଇଦିନ ପରେ ଅଭିନେତାଙ୍କ ମୃତ୍ୟୁକୁ ବର୍ଷେ ପୂରଣ ହେବାକୁ ଯାଉଛି। ତେବେ ଜାଣନ୍ତୁ ସୁଶାନ୍ତଙ୍କ ଫିଲ୍ମ କ୍ୟାରିୟର ବିଷୟରେ…

ପୃଥ୍ବୀ ଥିଏଟରରେ କାମ କରୁଥିବାବେଳେ ବାଲାଜୀ ଟେଲିଫିଲ୍ମର କାଷ୍ଟିଂ ଟିମ୍‌ ସୁଶାନ୍ତଙ୍କୁ ଦେଖି ସେଠାରେ ଅଡିଶନ ପାଇଁ ଏକ ଅଫର ଦେଇଥିଲେ। ଏହି ପ୍ରଦର୍ଶନରେ ଖୁସି ହୋଇ ସୁଶାନ୍ତଙ୍କୁ ଶୋ ‘କିସ ଦେଶ ମେ ହୈ ମେରା ଦିଲ୍‌’ରେ ପ୍ରୀତ ସିଂ ଜୁନେଜାଙ୍କ ଦ୍ୱିତୀୟ ମୁଖ୍ୟ ଭୂମିକା ଦିଆଯାଇଥିଲା। ଏହି ଶୋ’ ୨୦୦୮ ସିହାରେ ଟେଲିକାଷ୍ଟ ହୋଇଥିଲା। ଯେଉଁଥିରେ ହର୍ଷଦ ଚୋପ୍ରା ଏବଂ ଆଦିତ୍ୟ ଗୁପ୍ତା ମୁଖ୍ୟ ଭୂମିକାରେ ଥିଲେ। କିଛି ଏପିସୋଡ୍‌ ପରେ ଶୋ’ରୁ ସୁଶାନ୍ତଙ୍କ ଚରିତ୍ରକୁ ହଟାଇ ଦିଆଯାଇଥିଲା। କିନ୍ତୁ ଲୋକପ୍ରିୟତା ହେତୁ ପ୍ରଡ୍ୟୁସର ତାଙ୍କୁ ପୁଣି ଥରେ ଡାକିଥିଲେ।

ଶୋ ‘କିସ୍‌ ଦେଶ ମେ ହୈ ମେରା ଦିଲ୍‌’ରେ ସୁଶାନ୍ତଙ୍କ ଅଭିନୟ ଦେଖି ନିର୍ମାତା ଏକତା କପୁର ଖୁବ୍‌ ଆନନ୍ଦିତ ହୋଇଥିଲେ। ଏକତା ତାଙ୍କ ଶୋ’ ‘ପବିତ୍ର ରିସ୍ତା’ରେ ସୁଶାନ୍ତଙ୍କୁ ମୁଖ୍ୟ ଭୂମିକାରେ ଅଭିନୟ ପାଇଁ ସୁଯୋଗ ଦେଇଥିଲେ। କିନ୍ତୁ ତାଙ୍କ ଟିମ୍‌ ମନା କରିଦେଇଥିଲେ। ପରେ ଏକତା କପୁର ଗ୍ୟାରେଣ୍ଟି ନେବା ପରେ ଦଳ ରାଜି ହୋଇଥିଲା। ଏହି ଶୋ’ରେ ସୁଶାନ୍ତ ମାନବ ଦେଶମୁଖଙ୍କ ଭୂମିକାରେ ଅଭିନୟ କରି ବହୁ ଲୋକପ୍ରିୟତା ହାସଲ କରିଥିଲେ। ଶୋ’ର ଶୁଟିଂ ସମୟରେ ସୁଶାନ୍ତ ଏବଂ ଅଙ୍କିତା ଲୋଖଣ୍ଡେଙ୍କ ଘନିଷ୍ଠତା ବଢ଼ିବାରେ ଲାଗିଲା। ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍‌ ପ୍ରତିଶ୍ରୁତି ପାଇଲେ ନେହା କକ୍କର

ବଲିଉଡ୍‌ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ...

ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି: ଝିଅର ଖୁସି କହିଲେ ନ ସରେ

ରାଞ୍ଚି,୪।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ କମ ସକ୍ରିୟ ରୁହନ୍ତି। କିନ୍ତୁ ତାଙ୍କ ସହ ଜଡିତ ଖବର,...

ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…

ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...

ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍‌ ମାଗିଲେ ଯୁବକ: ଜବାବରେ ମିଳିଲା

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଲୋକମାନେ ସୋନୁଙ୍କୁ ଟୁଇଟ୍‌ର୍‌ରେ ସହାୟତା ମାଗିଥିଲେ। ଅନେକ ଥର, ସୋନୁଙ୍କ...

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି...

ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା

ଟିଭିରୁ ବଲିଉଡରେ ପ୍ରବେଶ କରିଥିବା ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରୁ ବିରତି ନେଇଥିଲେ। କିନ୍ତୁ ତାଙ୍କ ପୂର୍ବତନ ପ୍ରେମିକ...

ହିରୋ ହେବାକୁ ଚାହିଁଥିଲେ ଅମ୍‌ରୀଶକ ପୁରୀ, ହେଲେ ମିଳିଲା ‘ସୁପର ଭିଲେନ’ ଟ୍ୟାଗ

ଅମ୍‌ରୀଶ ପୁରୀ, ଯିଏ ବଲିଉଡ୍‌ର ଜଣାଶୁଣା ଭିଲେନଙ୍କ ମଧ୍ୟରୁ ଅନ୍ୟତମ। ନିଜର ଡାଏଲଗ କହିବା ଶୈଳୀ, ଭୟାନକ ଗେଟଅପ ଏବଂ ଚିତ୍ତାକର୍ଷକ ବ୍ୟକ୍ତିତ୍ୱ ସହିତ ବର୍ଷ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…
Next Post Next post:
ପାକିସ୍ତାନର ଏହି ପୂର୍ବ ଅଲରାଉଣ୍ଡର କହିଲେ,‘ବ୍ୟସ୍ତ ଥିବା ସତ୍ତ୍ୱେ ମୋ ବିବାହରେ ଯୋଗ ଦେଇଥିଲେ ଗାଙ୍ଗୁଲି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts