E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…
8:13 amJune 13, 2021

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିମ୍ପାଞ୍ଜି ଏକ ଉଚ୍ଚ ପୋଲର ଏକ ପାର୍ଶ୍ୱରେ ଚାଲୁଥିବା ଦେଖିବାକୁ ମିଳୁଛି। ସିମ୍ପାଞ୍ଜିଟି ଭାରସାମ୍ୟ ରକ୍ଷା କରି ଚାଲୁଥିବା ବେଳେ ନାଚୁଥିବା ଭଳି ମନେ ହେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

Seems his account has been verified by Twitter pic.twitter.com/qvYxv9BUhT

— Susanta Nanda IFS (@susantananda3) June 11, 2021


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…

ଭାରତରେ ପ୍ରତିଭାର ଅଭାବ ନାହିଁ। ହେଲେ ଅନେକ ସମୟରେ ପ୍ରତିଭା ଦେଖାଇବା ପାଇଁ ସମସ୍ତଙ୍କୁ ପ୍ଲାଟଫର୍ମ ମିଳି ନ ଥାଏ। ଫଳରେ ବଣମଲ୍ଲୀର ମହକ ବଣରେ...

ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ...

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭...

ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...

ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଏଲିଅନ୍‌ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ

ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍‌ଓ ଦୃଶ୍ୟକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପନ୍ତଙ୍କ ଅପରାଜିତ ଶତକ, ଶୁବମନ ୮୫
Next Post Next post:
ଢାକା ପ୍ରିମିୟର ଲିଗ୍‌:ଶକିବ ୩ଟି ମ୍ୟାଚରୁ ସସ୍‌ପେଣ୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts