E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଭାରତ- ଇଣ୍ଟରନେଟ୍‌ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା
5:18 pmJune 12, 2021

ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ ଦେବା ପାଇଁ ଭାରତ ସରକାର ଏବଂ ଇଣ୍ଟର୍‌ନେଟ କମ୍ପାନୀ ସହ କାର୍ଯ୍ୟ କରିବାକୁ ଚାହୁଁଛନ୍ତି।

ବୈଦେଶିକ ମନ୍ତ୍ରୀ ସ୍କଟ୍‌ ବୁସ୍‌ବି କହିଛନ୍ତି ଯେ, ଭୁଲ ତଥ୍ୟର ସଠିକ୍‌ ଉତ୍ତର ହେଉଛି ଆମେରିକା। ଭୁଲ ତଥ୍ୟ ଯୋଗୁ ଭାରତରେ ଲୋକମାନେ ପ୍ରାଣ ହରାଇଛନ୍ତି ବୋଲି ସେ କହିଛନ୍ତି। ମହାମାରୀ ପୂର୍ବରୁ ଭୁଲ ତଥ୍ୟ ଯୋଗୁ ଅନେକ ଲୋକ ଜୀବନ ହରାଇଥିଲେ।

ସରକାର ଏହି ବିଷୟବସ୍ତୁ ଉପରେ ପ୍ରତିବନ୍ଧକ ଲଗାଇ ଇଣ୍ଟରନେଟ୍‌ ମିଡିଆ କମ୍ପାନୀଗୁଡିକର ବିଷୟବସ୍ତୁ ହଟାଇବାକୁ ଦାବି କରିଥିଲେ। ସୂଚନା ଏବଂ ଅଭିବ୍ୟକ୍ତିର ସ୍ବାଧୀନତା ଉପରେ ଏହା ନକାରାତ୍ମକ ପ୍ରଭାବ ପକାଇଥିଲା। ମାତ୍ର ବର୍ତ୍ତମାନ ସେ ଭାରତ ଏବଂ ଏହାର ଇଣ୍ଟରନେଟ୍‌ କମ୍ପାନୀ ସହିତ କାମ କରିବାକୁ ଆମେରିକା ଚାହୁଁଛି ବୋଲି ସ୍କଟ୍‌ ବୁସ୍‌ବି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

‘ଆପଲ ଡେଲି’ର ଅପମୃତ୍ୟୁ

ହଂକଂ,୨୪ା୬: ହଂକଂର ନୂଆ ସୁରକ୍ଷା ଆଇନ ଓ ଗଣତନ୍ତ୍ର ସପକ୍ଷବାଦୀ ଲଢ଼େଇ ମଝିରେ ବଳିପଡ଼ିଛି ପ୍ରସିଦ୍ଧ ଦୈନିକ ଖବରକାଗଜ ‘ଆପଲ୍‌ ଡେଲି’। ୧୯୯୫ ଜୁନ୍‌ ୨୦ରେ...

ଡୋଜ୍‌ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…

ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଦୁଇ...

ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…

ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍‌ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ...

ଉହାନ୍‌ ଲ୍ୟାବ୍‌ର ପର୍ଦ୍ଦାଫାଶ୍‌: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍‌ ବଦଳା ଯାଇଛି…

ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍‌କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍‌ ଗଣମାଧ୍ୟମ ପ୍ରତିନିଧି...

ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ରାସିଲିଆ,୨୦।୬: ବ୍ରାଜିଲ୍‌ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା...

ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…

ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା...

ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ

ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି।...

ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍‌ଏସ୍‌ ବିଧାୟକ
Next Post Next post:
ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts