E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି
6:24 pmJune 12, 2021

ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ କିନ୍ନର ସଙ୍ଘ ପକ୍ଷରୁ ସ୍ବାଗତ କରାଯାଇଛି । ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିନ୍ନର ନେତ୍ରୀ ମୀରା ପରିଡ଼ା । ସେହିପରି ୨୪୪ କନେଷ୍ଟବଳ ପଦବୀ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ମଧ୍ୟ କିନ୍ନରଙ୍କ ପାଇଁ ସୁଯୋଗ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା

ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍‌ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍‌ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ...

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର...

ଅନ୍‌ଲକ୍‌ ଅଙ୍କକଷା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ...

ଆଜି ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ...

ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...

ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍‌ରୁ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ...

ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା

ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିନା ଭକ୍ତରେ ହେବ ସ୍ନାନ ଯାତ୍ରା
Next Post Next post:
ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts