E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବୌଦ୍ଧ, ରାଜ୍ୟ

ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
7:25 pmJune 12, 2021

ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବରଗୋଛା ପଞ୍ଚାୟତ ଖଜରୋଜ ଗ୍ରାମରେ।

ସୂଚନା ଅନୁଯାୟୀ, ଖଜରୋଜ ଗ୍ରାମର ବିଜୁ ସାହୁ(୨୬) ୧୦ ଦିନ ତଳେ କରୋନା ପଜିଟିଭ ଚିହ୍ନଟ ହୋଇ ହୋମ ଆଇସୋଲେସନରେ ରହିଥିଲେ। ଦେହ ଅଧିକ ଅସୁସ୍ଥ ହେବାରୁ ତାଙ୍କୁ ସମ୍ବଳପୁର ସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି। ଆସନ୍ତା ୨୧ ତାରିଖରେ ବିଜୁଙ୍କ ବାହାଘର ହେବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ହେଲେ ବିବାହର ୧୦ ଦିନ ପୂର୍ବରୁ କରୋନା ବିଜୁଙ୍କ ମୃତ୍ୟୁ ଘଟିବା ଗ୍ରାମବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳି ଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବୌଦ୍ଧ, ରାଜ୍ୟ View All

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

୪ ବର୍ଷର ପୁରୁଣା ଦାବି ଏବେ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍‌ଏସ୍‌ପି...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର...

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି।...

ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ

ହିନ୍ଦୋଳ,୧୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା କୁକୁଟା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହାକୁ ନେଇ ଅଞ୍ଚଳରେ...

ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍‌ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର...

ଚିନ୍ତା ବଢ଼ାଇଛି ଚୋରା ବନ୍ଧୁକ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲାରେ ସକ୍ରିୟ ହୋଇଉଠିଛନ୍ତି ଅପରାଧୀ ଗୋଷ୍ଠୀ। କଥା କଥାରେ ଫୁଟୁଛି ବୋମା। ହେଉଛି ଗୁଳିମାଡ଼। ଗୋଷ୍ଠୀ ସଂଘର୍ଷରେ ଗଡୁଛି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
Next Post Next post:
ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts