E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
10:08 pmJune 12, 2021

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ସମ୍ବଲପୁରର ଜଣେ ପୋଲିସ ହୋମଗାର୍ଡ଼ ତରୁଣ ସୁରଜାଲ, ରବି ଯାଦବ ଏବଂ ମୋହିତ ଅଗ୍ରୱାଲ। ପୋଲିସ ସେମାନଙ୍କ ପାଖରୁ ଲୁଟ୍‌ ବୋଲେରୋ ଗାଡ଼ି ଉଦ୍ଧାର କରିଛି।

ସୂଚନା ଯୋଗ୍ୟ, ଗତ ୮ ତାରିଖରେ ବିଜେପୁର ଥାନା ଏମ୍‌.ଗଣ୍ଡପାଲି ଗ୍ରାମର ଦୀପକ ପାଣିଗ୍ରାହୀଙ୍କ ବୋଲେରୋ(ନଂ-ଓଡ଼ି୧୭ପି-୬୫୪୧) ଧରି ଡ୍ରାଇଭର ଘନଶ୍ୟାମ ବନଛୋର ଆସୁଥିଲେ। ହେଲେ ଲୁହୁରାଚଟି ନିକଟରେ ୨ଜଣ ଯୁବକ ଗାଡିକୁ ଅଟକାଇ ଥିଲେ। ପରେ ସେମାନେ ଡ୍ରାଇଭରଙ୍କୁ ଧମକଚମକ୍‌ ଦେଇ ବୋଲେରୋ ଗାଡ଼ିକୁ ନେଇ ଫେରାର ହୋଇଯାଇଥିଲେ। ଏ ନେଇ ସୋହେଲା ଥାନାରେ ଏକ ଅଭିଯୋଗ ହୋଇଥିଲା। ପୋଲିସ ଏକ ମାମଲା(ନଂ.୯୭/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All

ହଠାତ୍‌ ଘରେ ପଶିଗଲେ ଯୁବକ, ପରେ ବନ୍ଧୁକ ଦେଖାଇ…

ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ...

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ...

୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ

ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ...

ରାଗି ଘରୁ ଚାଲିଆସିଥିଲେ, ଆଜି ଗଛରେ ଝୁଲୁଥିଲା ମୃତଦେହ

ଚୌଦ୍ୱାର,୪ା୬(.): କଟକ ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ଚୌଦ୍ୱାର ଇଟୁଆ ରାସ୍ତାରେ ଗାଲା ପୋଲ ତଳେ ଥିବା ବିରୂପା ନଦୀପଠାରୁ ଝୁଲନ୍ତା ମୃତ ଦେହ ଜବତ...

ରଥଖଳାରେ ସେବାୟତ ହାତାହାତି

ପୁରୀ ଅଫିସ,୪ା୬: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ବଡ଼ଦାଣ୍ଡରେ ଚାଲିଛି ରଥ ନିର୍ମାଣ। ରଥ କାମରେ ବିଶ୍ୱକର୍ମା ମହାରଣା ନିୟୋଜିତ ହୋଇଛନ୍ତି। ତେବେ ଏହି ପବିତ୍ର କାମ...

ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି...

୨ ସାଇବର ଠକ ଗିରଫ

କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାହାର ଲୋକଙ୍କୁ ହଜ୍‌ ମନା: ସାମିଲ ହେବେ ୬୦ ହଜାର ଲୋକ
Next Post Next post:
ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts