E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
10:43 pmJune 12, 2021

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ସୁରଥ ମରେଇ(୬୫)। ଏ ନେଇ ମୃତକଙ୍କ ସ୍ତ୍ରୀ ନୃପତି ମରେଇ ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ହତ୍ୟା ମାମଲା (ନଂ.୧୧୧/୨୧) ରୁଜୁ କରି ତଦନ୍ତ ଚଳାଇଛି। ଅଭିଯୁକ୍ତ ପୁଅ ବୈକୁଣ୍ଠ ଫେରାର୍‌ ଅଛନ୍ତି।

ସୂଚନା ଅନୁଯାୟୀ, ବୈକୁଣ୍ଠଙ୍କୁ ମା’ବାପା ଗାଧୋଇ ଆସିଲେ ଖାଇବା ବୋଲି କହିଥିଲେ। ଏଥିରେ ବୈକୁଣ୍ଠ ଉତ୍‌କ୍ଷିପ୍ତ ହୋଇ ମା’ବାପାଙ୍କୁ ମାରିବା ପାଇଁ ବାହାରିଥିଲେ। ଭୟରେ ମା’ ଘରଛାଡି ପଳାଇଥିଲେ। ଏହି ସମୟରେ ବୈକୁଣ୍ଠ ଏକ ଟାଙ୍ଗିଆରେ ବାପାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ପଡୋଶୀ ତାଙ୍କୁ ଗୁରୁତର ଭାବେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣ କରିଥିଲେ। ବଡମାଲ ଥାନା ଆଇଆଇସି ଅମିତାଭ ପଣ୍ଡା,ଏଏସ୍‌ଆଇ ମନୋଜ ମିଶ୍ର, ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ View All

ଜମିରେ ଧାନ ଗଜା, ସହାୟତା ଦାବି

ମହାକାଳପଡ଼ା,୧୧।୬(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ବିଶେଷକରି ଚାଷୀଙ୍କ ପନିପରିବା ଓ ଖରାଦିନିଆ ଡାଳୁଅ ଧାନ ଉଜୁଡ଼ିଯାଇଛି। ଭାଗଚାଷୀମାନେ ଜମି ମାଲିକଙ୍କୁ ଫସଲ ଦେବାକୁ...

୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

ଶ୍ରୀମନ୍ଦିର ହେବ ଆଲୋକୀକରଣ

ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)ର ପାଞ୍ଚଜଣିଆ...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

କୋଭିଡ୍‌ ନିୟମ ଉଲ୍ଲଘଂନ: ୫ ଦୋକାନ ସିଲ୍‌

କେସିଙ୍ଗା,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍‌ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍‌ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

କୋଭିଡ୍‌ଜନିତ ମୃତ୍ୟୁ ଅଡିଟ୍‌ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ

କଟକ ଅଫିସ,୨୫।୬: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ଏସ୍‌.କେ. ପାଣିଗ୍ରାହୀଙ୍କୁ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
Next Post Next post:
ରେସମା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts