E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଏଲିଜାବେଥ୍‌ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ
9:35 amJune 13, 2021

ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ସାମିଲ ହୋଇଛି। ମହାମାରୀବେଳେ ବ୍ୟକ୍ତିବିଶେଷଙ୍କ ଅସାଧାରଣ ପ୍ରୟାସ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି।
କରୋନା ଟିକା ପ୍ରସ୍ତୁତି ଏବଂ ଏହାର ଟ୍ରାଏଲରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା କୋଲକାତା ଜନ୍ମିତ ଦିବ୍ୟା ଚଢ଼ା ମାନେକଙ୍କୁ ଅର୍ଡର ଅଫ୍‌ ଦି ବ୍ରିଟିଶ୍‌ ଏମ୍ପାୟର(ଓବିଇ) ସମ୍ମାନ ମିଳିଛି। ଚଢ଼ା ମାନେକ ଏବେ ବ୍ରିଟିଶ ସରକାରଙ୍କ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ହେଲ୍‌ଥ ରିସର୍ଚ୍ଚ କ୍ଲିନିକାଲ ରିସର୍ଚ୍ଚ ନେଟ୍‌ଓ୍ବର୍କରେ ବ୍ୟବସାୟ ଓ ମାର୍କେଟିଂ ନିର୍ଦ୍ଦେଶକ ଅଛନ୍ତି। ତାଲିକାରେ ୩୦ରୁ ଊର୍ଦ୍ଧ୍ୱ ଭାରତୀୟ ବଂଶୋଦ୍ଭବଙ୍କ ଭିତରୁ ଓବିଇ ସମ୍ମାନ ପ୍ରାପ୍ତଙ୍କ ମଧ୍ୟରେ ଶିଖ୍‌ ରିକଭରି ନେଟ୍‌ଓ୍ବର୍କର ପ୍ରତିଷ୍ଠାତା ଯଶବିନ୍ଦର ସିଂ ରାଏ ଏବଂ ଲଏଡ୍‌ ବ୍ୟାକିଂ ଗ୍ରୁପ୍‌ର ଯଶଜ୍ୟୋତ ସିଂ ରହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ...

ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌, ପଠାଇଥିଲେ ଏମିତି ମେସେଜ

ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍‌କୁ ବୋରିସ୍‌ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍‌ କମିଙ୍ଗ୍‌ସ...

ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର...

ଜିନ୍ସ୍‌ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …

ପୋୟାଙ୍ଗୟାଙ୍ଗ୍‌,୭।୬: ଏବେ ଜିନ୍ସ୍‌ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ...

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭...

୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍‌: ପୁଣି ଦିଆଯିବ ଡୋଜ୍‌…

ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍‌ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି
Next Post Next post:
ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts