E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା
9:37 amJune 13, 2021

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ ନେତୃତ୍ୱରେ ୧୫ ଜଣ ନେତା ଇସ୍ତଫା ଦେଇଛନ୍ତି। ଭାଜପା ଲାକ୍ଷାଦ୍ୱୀପ ଶାଖା ସଭାପତି ଅବଦୁଲ ଖାଦେରଙ୍କ ଅଭିଯୋଗକ୍ରମେ ପୋଲିସ ଆଇଶାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିଥିଲା। ଏକ ଟେଲିଭିଜନ ବିତର୍କରେ ଭାଗନେଇ ଆଇଶା ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ସଂକ୍ରମଣ ସମ୍ପର୍କରେ ଭୁଲ୍‌ ଖବର ପ୍ରସାର କରୁଥିବା ଖାଦେର ଅଭିଯୋଗ କରିଥିଲେ। ଦଳୀୟ ନେତାମାନେ ଖାଦେରଙ୍କୁ ଏକ ପତ୍ର ଲେଖି ଜଣାଇଛନ୍ତି ଯେ, ଲାକ୍ଷାଦ୍ୱୀପ ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କ ଅଗଣତାନ୍ତ୍ରିକ କାର୍ଯ୍ୟ ବିରୋଧରେ ଭାଜପା କର୍ମୀମାନେ ବିକ୍ଷୋଭ କରୁଥିବାବେଳେ ଆଇଶାଙ୍କ ବିରୋଧରେ ମିଥ୍ୟା ଏବଂ ଅନ୍ୟାୟପୂର୍ଣ୍ଣ ଅଭିଯୋଗ ଦାଏର କରାଯିବା ତାଙ୍କର ତଥା ତାଙ୍କ ପରିବାରର ଭବିଷ୍ୟତକୁ ନଷ୍ଟ କରିଦେବ। ପ୍ରଫୁଲ୍ଲ ପଟେଲଙ୍କ କାର୍ଯ୍ୟାନୁଷ୍ଠାନ ଜନବିରୋଧୀ, ଗଣତନ୍ତ୍ର ବିରୋଧୀ ତଥା ଲୋକମାନଙ୍କ ପାଇଁ ଦୁର୍ଦ୍ଦଶାର କାରଣ ପାଲଟିଛି। ଏହା ବିରୋଧରେ ଭାଜପା ନେତାମାନେ ସ୍ବର ଉତ୍ତୋଳନ କରୁଛନ୍ତି। ଠିକ୍‌ ସେମିତି ଆଇଶା ଗଣମାଧ୍ୟମରେ ନିଜର ମତାମତ ଉପସ୍ଥାପନ କରିଛନ୍ତି। ତାଙ୍କ ନଁାରେ ଦେଶଦ୍ରୋହ ମାମଲା ରୁଜୁ ହେବାକୁ ଭାଜପା ନେତାମାନେ ବିରୋଧ କରିଛନ୍ତି। ଗତ ମେ’ରେ ଭାଜପାର ୮ ଜଣ ନେତା ପ୍ରଫୁଲ୍ଲଙ୍କ କାର୍ଯ୍ୟକୁ ବିରୋଧ କରି ଇସ୍ତଫା ଦେଇଥିଲେ। ଅଭିନେତ୍ରୀ ଆଇଶା ଉଭୟ କେନ୍ଦ୍ର ସରକାର ଏବଂ ଲାକ୍ଷାଦ୍ୱୀପ ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କ ଦୃଢ଼ ସମାଲୋଚକ। ମାଲୟାଲମ ନ୍ୟୁଜ୍‌ ଚ୍ୟାନେଲର ଏକ ବିତର୍କରେ ଭାଗ ନେଇ ସେ କହିଥିଲେ, ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯କୁ କେନ୍ଦ୍ର ସରକାର ଜୈବ ଅସ୍ତ୍ର ଭାବେ ବ୍ୟବହାର କରୁଥିବା ସେ ଅଭିଯୋଗ କରିଥିଲେ।

 


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ପଞ୍ଜାବରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ...

ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ...

ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ...

ଟୁଇଟର୍‌କୁ ଆଉ ମିଳିବନି ଆଇନଗତ ସୁରକ୍ଷା…

ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍‌କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା...

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

କୋଭିଶିଲ୍ଡ୍‌ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଲିଜାବେଥ୍‌ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ
Next Post Next post:
ଜି ୭ର ଗ୍ଲୋବାଲ୍‌ ଇନ୍‌ଫ୍ରା ପ୍ଲାନ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts