କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭ ରାଷ୍ଟ୍ରମୁଖ୍ୟମାନଙ୍କ ବୈଠକରେଗ୍ଲୋବାଲ୍ ଇନ୍ଫ୍ରା ପ୍ଲାନ୍ (ବିଶ୍ୱ ଭିତ୍ତିଭୂମି ଯୋଜନା) ଗୃହୀତ ହୋଇଛି। ଏହି ଯୋଜନା ଅନୁଯାୟୀ ଗରିବ ରାଷ୍ଟ୍ରଗୁଡ଼ିକରେ ଉଚ୍ଚ ମାନର ଭିତ୍ତିଭୂମି ବିକାଶ ଲାଗି ସହାୟତା ଯୋଗାଇ ଦିଆଯିବ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଏବଂ ଅନ୍ୟ ନେତାମାନେ ବେଜିଂର ରଣକୌଶଳ ପ୍ରତିଯୋଗିତାର ମୁକାବିଲା ଲାଗି ଆଲୋଚନା କରିଥିଲେ। ଏଥିରେ ଆମେରିକାର ବିଲ୍ଡ ବ୍ୟାକ୍ ବେଟର ଓ୍ବାଲର୍ଡ (ବି୩ଡବ୍ଲ୍ୟୁ) ପ୍ରୋଜେକ୍ଟକୁ ଗ୍ରହଣ କରାଯାଇଥିଲା। ନିମ୍ନ ଓ ମଧ୍ୟମ ଆୟକାରୀ ଦେଶଗୁଡ଼ିକୁ ଭିତ୍ତିଭୂମି ବିକାଶରେ ସହାୟତା କରିବା ଏହାର ଉଦ୍ଦେଶ୍ୟ ବୋଲି ହ୍ବାଇଟ ହାଉସ୍ ପକ୍ଷରୁ କୁହାଯାଇଛି।
ଚାଇନାର ଅର୍ଥନୀତି ଓ ରାଜନୈତିକ ପ୍ରଭାବ ବଢ଼ାଇବା ପାଇଁ ରାଷ୍ଟ୍ରପତି ଶି ଜିନ୍ପିଙ୍ଗ ୨୦୧୩ରେ ବେଲ୍ଡ ଆଣ୍ଡ ରୋଡ୍ ପ୍ରୋଜେକ୍ଟ ଆରମ୍ଭ କରିଥିଲେ। ଏହି ପ୍ରକଳ୍ପ ନାମରେ ଛୋଟ ଦେଶଗୁଡ଼ିକୁ ଚାଇନା ପ୍ରଚୁର ପରିମାଣରେ ଋଣ ଦେଇଛି। ସେମାନେ ଚାଇନା ଋଣ ଜନ୍ତାରୁ ମୁକୁଳିବା ସହଜ ନୁହେଁ। ଏଥିପାଇଁ ବେଜିଂକୁ ସମାଲୋଚନା କରାଯାଇଥିଲା।
Posted inଅନ୍ତର୍ଜାତୀୟ View All
ପ୍ରବାସୀ ଖୋଜୁଛି ସବୁଠୁ ଖୁସି ଦେଶ
ହେଲ୍ସିଙ୍କି,୨୩ା୬: ଫିନ୍ଲାଣ୍ଡକୁ ବିଶ୍ୱର ସବୁଠୁ ଖୁସି ଦେଶ ଭାବେ ଅଭିହିତ କରାଯାଇଥାଏ। ‘ଓ୍ବାଲର୍ଡ ହାପିନେସ୍ ରିପୋର୍ଟ’ରେ ଲଗାତର ସର୍ବାଗ୍ରେ ରହୁଥିବା ଏହି ଦେଶରେ କାମ କରିବା...
ମାଡ଼ି ଆସିଲା ନୂଆ ବିପଦ: ଚାଇନା ଆଣବିକ କେନ୍ଦ୍ରରୁ ରେଡିଓଆକ୍ଟିଭ୍ ପଦାର୍ଥ ଲିକ୍…
ବେଜିଂ,୧୫।୬: ଚାଇନା ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। କରୋନାର ଅନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପୁଣି ସଙ୍କଟ ସୃଷ୍ଟି କରିଛି। ଚାଇନାର ତାଇଶାନ୍ ଆଣବିକ...
ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍
ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି...
ନେଫ୍ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ...
ଭୟ କରନାହିଁ , ଭାକ୍ସିନ୍ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…
ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍...
ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …
ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍ଆଇଭି ପଜିଟିଭ୍...
ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ
ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ...
କାଳ କୋଠରିରେ ବ୍ୟୁଟି କୁଇନ୍
ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ...


