E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଗଣତନ୍ତ୍ର ସପକ୍ଷରେ ମ୍ୟାନ୍‌ମାର ସୈନ୍ୟ
9:40 amJune 13, 2021

ନାପିତାଉ, ୧୩ା୬(ଆଇଏଏନ୍‌ଏସ୍‌): ମ୍ୟାନ୍‌ମାରରେ ଗଣତନ୍ତ୍ର ଫେରାଇ ଆଣିବାକୁ ସେନା ଶାସନ ବିରୋଧରେ ଫେବୃୟାରୀ ୧ରୁ ଲୋକେ ଆନ୍ଦୋଳନ ଜାରି ରଖିଥିବାବେଳେ ଏବେ ଧୀରେ ଧୀରେ ଏଥିରେ ସୈନିକଙ୍କ ଯୋଗଦାନ ବଢ଼ୁଛି। ଇଚ୍ଛା ବିରୋଧରେ ଆନ୍ଦୋଳନକାରୀଙ୍କ ଉପରକୁ ଗୁଳିଚାଳନା କରିବା ନିର୍ଦ୍ଦେଶ ପାଳନ କରିବାକୁ ଚାହୁଁ ନ ଥିବା ଅନେକ ସୈନ୍ୟ ଏବେ ଲୋକଙ୍କ ସହ ସାମିଲ ହେଉଥିବା ଜଣାଯାଇଛି। ଥାନଖା ଗ୍ଲୋବାଲ ଆଲାଏନ୍ସ ସାମାଜିକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ଏକ ଅନ୍‌ଲାଇନ ଆଲୋଚନାରେ ଇଣ୍ଡୋ ଏସିଆନ୍‌ ନ୍ୟୁଜ୍‌ ସର୍ଭିସ୍‌(ଆଇଏଏନ୍‌ଏସ୍‌) ଭାଗ ନେଇଥିଲା। ପ୍ରାୟ ୮ ଶହରୁ ଊର୍ଦ୍ଧ୍ୱ ସୈନିକ ଏହି ଆନ୍ଦୋଳନରେ ସାମିଲ ହୋଇଥିବା ଆଲୋଚନାରୁ ଜଣାପଡ଼ିଛି। ଫଳରେ ସେଠାକାର ସେନା ୨ ଭାଗରେ ବିଭକ୍ତ ହୋଇଛନ୍ତି। ମ୍ୟାନ୍‌ମାରର ପ୍ରାୟ ୪ ଲକ୍ଷ ସେନା ମଧ୍ୟରୁ ୨୦ ପ୍ରତିଶତ ଲୋକଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନେଉଥିବା ସେନାର ପୂର୍ବତନ କ୍ୟାପ୍‌ଟେନ୍‌ ନାଇ ଥୁଣ୍ଟା କହିଛନ୍ତି। ଆନ୍ଦୋଳନକାରୀଙ୍କ ମଧ୍ୟରୁ ପ୍ରାୟ ୮ ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ସେନା କାର୍ଯ୍ୟାନୁଷ୍ଠାନରେ ମୃତ୍ୟୁ ଘଟିଲାଣି। ଏଭଳି ନରସଂହାରକୁ କେତେ ଜଣ ସେନା ଅଧିକାରୀ ମଧ୍ୟ ବିରୋଧ କରୁଥିବା ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍‌ଙ୍କ ଇସ୍ତଫା

ଓ୍ବାଶିଂଟନ୍‌, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍‌ ଦାତବ୍ୟ...

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ...

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ।...

ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍‌ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…

ବାର୍ସାଲୋନା,୩ା୬: ସ୍ପେନ୍‌ର ଏକ ବାର୍‌ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍‌ ମାଲିକ ତାଙ୍କୁ...

ଡେଥ୍‌ କମିଶନରୁ ରାଷ୍ଟ୍ରନେତା

ତେହେରାନ,୨୦ା୬: ଇବ୍ରାହିମ୍‌ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା...

ବାହାର ଲୋକଙ୍କୁ ହଜ୍‌ ମନା: ସାମିଲ ହେବେ ୬୦ ହଜାର ଲୋକ

ଦୁବାଇ,୧୨ା୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସାଉଦି ଆରବରେ ଅନୁଷ୍ଠିତ ହେବାକୁ ଥିବା ମୁସଲମାନ ସମ୍ପ୍ରଦାୟର ପବିତ୍ର ହଜ୍‌ ତୀର୍ଥଯାତ୍ରାରେ ୬୦ ହଜାର...

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜି ୭ର ଗ୍ଲୋବାଲ୍‌ ଇନ୍‌ଫ୍ରା ପ୍ଲାନ୍‌
Next Post Next post:
ସାର୍ବଜନୀନ ହେବ ଯୁଦ୍ଧ ଇତିହାସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts