ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ ପ୍ରଥମ ଥର ପାଇଁ ରାଜସ୍ଥାନ ବିକାନେର୍ ସହରରେ ଘର ଘର ବୁଲି ଟିକାଦାନ କରାଯିବ। ସୋମବାରଠାରୁ ଏହି ଅଭିଯାନ ଆରମ୍ଭ ହେବ। ୪୫ ବର୍ଷ ଏବଂ ଏହାଠାରୁ ଅଧିକ ବୟସ୍କଙ୍କୁ ଘରେ ଟିକା ଦିଆଯିବାର ଯୋଜନା କରାଯାଇଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ମଧ୍ୟ ଜାରି କରାଯାଇଛି। ଏହି ନମ୍ବର ମାଧ୍ୟମରେ ଅନ୍ଲାଇନ୍ ପଞ୍ଜିକରଣ ମଧ୍ୟ କରାଯାଇ ପାରିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କମ୍ ସେ କମ୍ ୧୦ ଜଣଙ୍କ ପଞ୍ଜିକରଣ କରାଗଲେ ଟିକାଦାନ କରାଯିବ। ଏନେଇ ମେଡ଼ିକାଲ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି। ଟିକାଦାନ ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କିଛି ସମୟ ପାଇଁ ଅନୁଧ୍ୟାନରେ ରଖାଯିବ।
Posted inକରୋନା ଭାଇରସ୍, ଜାତୀୟ View All
ଭାକ୍ସିନ୍ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...
ବାବା ରାମଦେବଙ୍କୁ ଝଟ୍କା ଦେଲା ନେପାଳ
କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର...
ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…
ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍ ପସନ୍ଦ...
ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…
ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦...
ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍ଏସ୍ ବିଧାୟକ
ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ...
କୋଭିଡ୍ ନିୟମ ଭୁଲି ନାଚିଲେ ଭାଜପା ଏମ୍ପି
ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...
ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ
ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...
କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪...


