E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…
10:58 amJune 13, 2021

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ ପକ୍ଷରୁ ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ ଥିବା କରୋନା ମାତାଙ୍କ ମନ୍ଦିର ଉପରେ ବୁଲ୍‌ଡୋଜର ଚଳାଯାଇଛି। ରାତାରାତି ମନ୍ଦିରର ଭଙ୍ଗାବଶେଷକୁ ହଟାଇ ଦିଆଯାଇଛି। ଏଠାରେ ସକାଳେ ଏବଂ ସନ୍ଧ୍ୟାରେ ପୂଜା ଲାଗି ଲୋକଙ୍କ ଭିଡ଼ ଜମା ହେଉଥିଲା। ଲୋକେ ମାସ୍କ ପିନ୍ଧି ସାମାଜିକ ଦୂରତା ବଜାୟ ରଖି ପୂଜା କରୁଥିଲେ। ଶୁକ୍ରବାର ବିଳମ୍ବିତ ରାତ୍ରରେ ପୋଲିସ ପକ୍ଷରୁ ମନ୍ଦିର ଭଙ୍ଗା କାର୍ଯ୍ୟ ଶେଷ କରାଯାଇଛି। ଏନେଇ ଜଣେ ଗ୍ରାମବାସୀଙ୍କୁ ଗିରଫ କରାଯାଇ ପଚରା ଉଚରା ଜାରି ରହିଛି। ପୋଲିସ ଭୟରେ ଲୋକେ ଏବେ ଘରୁ ବାହାରକୁ ବାହାରୁ ନାହାନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ View All

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ...

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ...

ବାଘ, ସିଂହର କରୋନା ମୃତ୍ୟୁ

ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍‌ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ...

ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…

ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦...

ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…

ଭୋପାଳ,୧୯ା୬: ଗ୍ବାଲିୟରରେ ବାରମ୍ବାର ବିଜୁଳି କଟୁଥିବାରୁ ମଧ୍ୟପ୍ରଦେଶର ଶକ୍ତିମନ୍ତ୍ରୀ ପ୍ରଦ୍ୟୁମ୍ନ ତୋମର ଯାଞ୍ଚ କରିବା ପାଇଁ ଇଲେକ୍ଟ୍ରି ଖୁଣ୍ଟରେ ଚଢ଼ିଥିଲେ। ଶିଡ଼ି ସାହାଯ୍ୟରେ ଖୁଣ୍ଟରେ ଚଢ଼ି...

ମୋଦିଙ୍କ କ୍ୟାବିନେଟ୍‌ରେ ସିନ୍ଧିଆ ପାଇବେ ସ୍ଥାନ: ମିଳିପାରେ ରେଳ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୩।୬: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ସମ୍ପ୍ରସାରଣ କରାଯିବ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସ୍ଥାନ ମିଳିବା ପ୍ରାୟ ନିଶ୍ଚିତ ହୋଇଛି।...

୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତ …

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ...

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୩୪ କୋଟିର ବ୍ୟାଙ୍କ ଠକେଇ
Next Post Next post:
ମେ’ରେ ବ୍ୟବହାର ହୋଇଛି ୧୭% ଟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts