E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଫ୍ରେଞ୍ଚ୍‌ ଓପନ ଟେନିସ୍‌: କ୍ରେଜିକୋଭାଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
6:57 amJune 13, 2021

ପ୍ୟାରିସ୍‌,୧୩।୬: ଫ୍ରେଞ୍ଚ୍‌ ଓପନ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଚେକ୍‌ ଗଣରାଜ୍ୟର ବାର୍ବୋରା କ୍ରେଜିକୋଭା ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମୁକାବିଲାରେ ଅଣସିଡ୍‌ ୨୫ ବର୍ଷୀୟ କ୍ରେଜିକୋଭା ୬-୧, ୨-୬, ୬-୪ ସେଟ୍‌ରେ ୩୧ତମ ସିଡ୍‌ ରୁଷିଆର ଆନାସ୍ତାସିଆ ପାଭଲ୍ୟୁଚେଙ୍କୋଭାଙ୍କୁ ପରାସ୍ତ କରି ଟାଇଟଲ ହାସଲ କରିଛନ୍ତି। ଏଥିସହ କ୍ରେଜିକୋଭା ତାଙ୍କ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ୧୯୮୧ ପରେ ସେ ପ୍ରଥମ ଚେକ୍‌ ଖେଳାଳିଭାବେ ଫ୍ରେଞ୍ଚ୍‌ ଓପନ ଜିତିଛନ୍ତି। ପୂର୍ବରୁ ହାନା ମାଡିଲକୋଭା ଏହି ସଫଳତା ହାସଲ କରିଥିଲେ। କ୍ରେଜିକୋଭା ସେମିଫାଇନାଲରେ ୧୭ତମ ସିଡ୍‌ ଗ୍ରୀସ୍‌ର ମାରିଆ ସାକାରିଙ୍କୁ ୭-୫, ୪-୬, ୯-୭ ସେଟ୍‌ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ। ସେହିପରି ପାଭଲ୍ୟୁଚେଙ୍କୋଭା ସ୍ଲୋଭେନିଆର ତାମରା ଜିଡାନସେକଙ୍କୁ ୭-୫, ୬-୩ ସେଟ୍‌ରେ ହରାଇ ଫାଇନାଲକୁ ଉଠିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍‌ରେ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଫଳରେ...

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା...

ସଙ୍କଟରେ କୁମ୍ବଲେଙ୍କ ରେକର୍ଡ

ବର୍ମିଂହମ, ୧୦।୬: ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ହାସଲକାରୀ ବୋଲରଙ୍କ ତାଲିକାରେ ୬୧୯ ଉଇକେଟ ସହ ତୃତୀୟ ସ୍ଥାନରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଅନିଲ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସରେ ତାମାରା ଜିଡାନସେକ ଓ ପାଉଲା ବଦୋସାଙ୍କ ମଧ୍ୟରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ। ସ୍ଲୋଭାନିଆର...

ଫ୍ରେଞ୍ଚ୍‌ ଓପନ ଟେନିସ: ଚତୁର୍ଥ ରାଉଣ୍ଡରେ ଜେଭରେଭ, ନିଶିକୋରି

ପ୍ୟାରିସ୍‌,୫।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶୁକ୍ରବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭରେଭ,...

ପୋଲାଣ୍ଡ ଓପନ୍‌: ଦହିୟାଙ୍କୁ ରୌପ୍ୟ

ଓ୍ବାରସା,୧୦।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଅନ୍ତିମ ର଼୍ୟାଙ୍କିଙ୍ଗ୍‌ ସିରିଜ ଇଭେଣ୍ଟ ବିବେଚିତ ହେଉଥିବା ପୋଲାଣ୍ଡ ଓପନ୍‌ରେ ଭାରତୀୟ ରେସ୍‌ଲର ରବି ଦହିୟା ପ୍ରଭାବୀ ପ୍ରଦର୍ଶନ କରି...

ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍‌ନିଲ ୫ବର୍ଷ ବାସନ୍ଦ

ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍‌ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ...

ପ୍ରଥମ ପାଳିରେ ମାତ୍ର ୧୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍‌ରେ ଜିତିଥିଲା ମ୍ୟାଚ୍‌: ଜାଣନ୍ତୁ କେମିତି

କ୍ରିକେଟ ପଡ଼ିଆରେ ଅନେକ ସମୟରେ ଚମତ୍କାର ଘଟେ। ଅନେକ ମ୍ୟାଚ ଏପରି ଖେଳାଯାଇଛି ଯେତେବେଳେ ଏକ ଦଳର ପରାଜୟ ନିଶ୍ଚିତ ମନେହୁଏ, କିନ୍ତୁ ଏହା ସତ୍ତ୍ୱେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ୍‍ – Dharitri Cartoon
Next Post Next post:
ଏଇ ଭାରତରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts