E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ମେ’ରେ ବ୍ୟବହାର ହୋଇଛି ୧୭% ଟିକା
11:07 amJune 13, 2021

ନୂଆଦିଲ୍ଲୀ,୧୩।୬: ସାରା ଦେଶ କୋଭିଡ୍‌ ମହାମାରୀ ଭୟରେ ଦିନ କାଟୁଛନ୍ତି। କୋଭିଡ୍‌ ଟିକା ନେବା ଦ୍ୱାରା ମହାମାରୀରୁ କିଛି ମାତ୍ରାରେ ସୁରକ୍ଷିତ ରହିପାରିବା ବୋଲି କୁହାଯାଇଛି। ହେଲେ ଏହି ସମୟରେ କିଛି ରୋଚକ ତଥ୍ୟ ସମ୍ନାକୁ ଆସିଛି। ମେ ମାସରେ ଘରୋଇ ଡାକ୍ତରଖାନାଗୁଡିକରେ ମାତ୍ର ୧୭.୦୫% ଡୋଜ ବ୍ୟବହାର କରାଯାଇଥିବା ବେଳେ ବହୁତ ଡୋଜ ଅବ୍ୟବହୃତ ହୋଇ ରହିଥିବା ଜଣାପଡିଛି। ବର୍ତ୍ତମାନ ସାରା ଦେଶରେ ଟିକା ଅଭାବ ଦେଖା ଦେଇଥିବା ବେଳେ ଏଭଳି ଏକ ଘଟଣା ଖୋଦ ସରକାରୀଙ୍କ ପକ୍ଷରୁ କୁହାଯାଇଛି। ଘରୋଇ ହସ୍ପିଟାଲଗୁଡିକ ଆବଶ୍ୟକ ପରିମାଣରେ ଟିକା ଦିଆଯାଇଥିଲେ ମଧ୍ୟ ତାହାର ସଠିକ ବ୍ୟବହାର ହୋଇନାହିଁ ବୋଲି ସରକାରୀ ତଥ୍ୟରେ ଉଲ୍ଲେଖ ପାଇଛି। ଜୁନ୍‌ ୪ରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ମେ’ରେ ଦେଶରେ କରୋନା ଟିକାର ୭.୪ କୋଟି ଡୋଜ ଉପଲବ୍ଧ ଥିଲା।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାର ଚିନ୍ତାଜନକ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ...

ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ

ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଆୟୋଜିତ ଭର୍ଚୁଆଲ ପ୍ଲାଟଫର୍ମରେ ବିଶ୍ୱ ପରିବେଶ...

ମେ’ରେ କମିଲା ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୬।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ମେ ମାସରେ ଦେଶର ଜିଏସ୍‌ଟି ସଂଗ୍ରହରେ ହ୍ରାସ ଘଟିଛି। ମେ’ ରେ ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍‌ଟି)...

ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ:  କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...

୧୩୪ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...

୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ

ନୂଆଦିଲ୍ଲୀ:  ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୮୩ ବିଲିୟନ ଡଲାରର କ୍ଷତି ସହିବାକୁ ପଡ଼ିଛି। ଏହି ଅବଧିରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୩%...

ଜୁଲାଇରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ଆର୍‌ବିଆଇ ପକ୍ଷରୁ ବ୍ୟାଙ୍କ ଛୁଟି ତାଲିକା ଜାରି କରାଯାଇଛି। ଜୁଲାଇରେ ୯ ଦିନ ବ୍ୟାଙ୍କ ଛୁଟି ରହିବ। ତେବେ ଏହି ଛୁଟିଦିନ ବିଭିନ୍ନ ସ୍ଥାନରେ...

ଏଫ୍‌ପିଆଇଙ୍କ ନିବେଶ ୮ ହଜାର କୋଟି

ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…
Next Post Next post:
ଦକ୍ଷିଣ ଆଫ୍ରିକାର ଏକ ଇନିଂସ ୬୩ ରନରେ ବିଜୟୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts