ବୁଗୁଡ଼ା,୧୩ା୬(ଡି.ଏନ୍.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର
ଘର ବୁଲି ପରିବାରରେ ରହୁଥିବା ଶିଶୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଜୋରଦାର କରୁଛନ୍ତି। ଏ ଅବସରରେ ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମରେ ଘରକୁ ଘର ବୁଲି ଅଞ୍ଚଳ ପରିଦର୍ଶିକା ତ୍ରିପୁରା ମୋହିନୀ ଦାଶଙ୍କ ନେତୃତ୍ୱରେ ଅଙ୍ଗନଓ୍ବାଡି କର୍ମୀ ଗୋଲାପ ପ୍ରଧାନ,ଆଶା କର୍ମୀ ସରୋଜିନୀ ଓଝା ପ୍ରମୁଖ ଶିଶୁମାନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ଥର୍ମାଲ ସ୍କ୍ରିନିଂ ଏବଂ ଅମ୍ଳଜାନ ସ୍ତର ଯାଞ୍ଚ କରିଥିଲେ।
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ View All
ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍ ଥିଲେ ବି ଫୁସ୍ଫୁସ୍ର ୯୦ ପ୍ରତିଶତ ସଂକ୍ରମିତ…
ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ...
ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ
ପୁରୀ ଅଫିସ,୯।୬:କୋଭିଡ୍ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ...
ଟିକା ନେବାକୁ ଡରୁଛନ୍ତି ଲୋକେ
ବୁଗୁଡ଼ା,୧୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ...
ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍…
ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...
ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ
ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍ ଭାବେ ଏହି...
ଛତ୍ରପୁରରେ ୧୮-୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ଆରମ୍ଭ
ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ୩ଟି ସ୍ଥାନରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ସୋମବାରଠାରୁ ଆରମ୍ଭ ହୋଇଛି। ଟିକାକରଣକୁ ଗଞ୍ଜାମ ଜିଲାପାଳ...
ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ
କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ...
ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ
ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...


