E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା
1:47 pmJune 13, 2021

ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍‌ ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍‌ନେସ୍‌କୁ ଫେରିଛନ୍ତି। କ୍ୟାଟ୍‌ ଏବେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ଓ୍ବାର୍କଆଉଟ୍‌ ଆରମ୍ଭ।

କ୍ୟାଟ୍‌ଙ୍କ ଏହି ପୋଷ୍ଟକୁ ଲୋକେ ବହୁ ପସନ୍ଦ କରିଛନ୍ତି। କ୍ୟାଟ୍‌ ଲେଖିଛନ୍ତି, କରୋନାରୁ ସୁସ୍ଥ ହେବା ପରେ ଏବେ ଓ୍ବାର୍କଆଉଟ୍‌ ଟ୍ରାକ୍‌ରେ। ବର୍ତ୍ତମାନ ମୋତେ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେବାକୁ ପଡୁଛି। ତାଙ୍କର ଏହି ପୋଷ୍ଟରେ ପ୍ରଶଂସକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ର ସେଲିବ୍ରିଟିମାନେ ମଧ୍ୟ ଖୁବ୍‌ ସୁନ୍ଦର ପ୍ରତିକ୍ରିୟା ରଖିଛନ୍ତି। ଅନେକ କ୍ୟାଟ୍‌ଙ୍କୁ ପ୍ରଶଂସା କରିଥିବା ବେଳେ ଜଣେ ୟୁଜର ଲେଖିଛନ୍ତି, ବ୍ୟାକ୍‌ ଟୁ ଓ୍ବାର୍କଆଉଟ୍‌ ମାଡାମ୍‌। ଜାଣି ଖୁସି ଲାଗିଲା। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି ଫିଟ୍‌ନେସ ପ୍ରତି ଧ୍ୟାନ ଦେବା ଜରୁରୀ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

ଗର୍ଭବତୀ ପରେ ନୁସରତଙ୍କ ଏପରି ଭିଡିଓ ହେଉଛି ଭାଇରାଲ

ପଶ୍ଚିମବଙ୍ଗରେ ଟିଏମ୍‌ସି ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜାହାଁ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ବର୍ତ୍ତମାନ ସେ ତାଙ୍କ ବିବାହ ଏବଂ ମା’ହେବା ଖବର ପାଇଁ...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ପୁଣି ଟପ୍‌ଲେସ୍‌ ହେଲେ ଏହି ସୁନ୍ଦରୀ ଅଭିନେତ୍ରୀ; ସୋସିଆଲ ମିଡିଆରେ ପଡ଼ିଛି ଚହଳ

ବମ୍ବେ: ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ କିଆରା ଆଡଭାଣୀ ଜଣେ। ପରଦାରେ କେବେ ଚୁଲବୁଲି ତ କେବେ ସାଧାସିଧା ଚରିତ୍ରରେ ନଜର ଆସୁଥିବା କିଆରା ବେଶ୍‌...

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ...

ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…

ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍‌ ବିବାଦୀୟ। ଏକଦା ବ୍ଲାକ୍‌ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ
Next Post Next post:
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts