E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ, ଜାତୀୟ, ଫୁରସତ

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
2:25 pmJune 13, 2021

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା ପ୍ରାଣୀଙ୍କ ସହିତ ଅଧିକ ସମୟ ବିତାଉଥିବାର ଦେଖିବାକୁ ମିଳୁଛି। ଶନିବାର ଧୋନୀ ଫାର୍ମରେ ଥିବା ଧଳା ତଟୁ ଘୋଡା ସହିତ ରେସ୍‌ ଲଗାଉଥିବାରୁ ଏକ ଭିଡ଼ିଓ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଇନଷ୍ଟାଗ୍ରାମ୍‌ରେ ଅପଲୋଡ୍‌ କରିଛନ୍ତି। ଏହା ସହିତ ସାକ୍ଷୀ ଷ୍ଟ୍ରଙ୍ଗର, ଫାଷ୍ଟର ବୋଲି ଧୋନୀଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି। ଏହି ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଇତିମଧ୍ୟରେ ଏହି ଭିଡ଼ିଓକୁ ୪ ଲକ୍ଷ ୫୦ ହଜାରରୁ ଅଧିକ ଲାଇକ୍‌ ମିଳି ସାରିଛି। ଏହା ପୂର୍ବରୁ ଧୋନୀ ନିଜ ପୋଷା କଳା ଘୋଡ଼ା ଚେତକ୍‌ର ମସାଜ୍‌ କରୁଥିବାର ଭିଡ଼ିଓ ମଧ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିଲା। ଧୋନୀଙ୍କ ଝାଡ଼ଖଣ୍ଡର ରାଞ୍ଚିସ୍ଥିତ ଫାର୍ମ ହାଉସ୍‌ରେ ଘୋଡ଼ାଙ୍କ ସହିତ ୪ କୁକୁର ମଧ୍ୟ ରହିଛନ୍ତି। ସେଥିମଧ୍ୟରେ ସାମ୍‌ ନାମକ ବେଲଜିଆନ୍‌ ମାଲିନୋଇସ୍‌ ପ୍ରଜାତିର କୁକୁର, ଲିଲି ନାମକ ହ୍ବାଇଟ୍‌ ହସ୍କି, ଗବର ନାମକ ହ୍ବଇଟ୍‌ ହସ୍କି ଏବଂ ଜୋୟା ନାମକ ଡଚ୍‌ ଶିଫର୍ଡ କୁକୁର ରହିଛନ୍ତି। ଧୋନୀ ସେମାନଙ୍କର ଯତ୍ନ ନେଇଥାନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ, ଜାତୀୟ, ଫୁରସତ View All

ଆଇପିଏଲ୍‌ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍‌କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି

ନୂଆଦିଲ୍ଲୀ,୨।୬: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଆୟୋଜନ ହେବ ବୋଲି ଘୋଷଣା କରିଛି।...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ବାଘ, ସିଂହର କରୋନା ମୃତ୍ୟୁ

ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍‌ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ...

ଭର୍ଷ୍ଟାପେନ୍‌ ଜିତିଲେ ଫ୍ରେଞ୍ଚ୍‌ ଗ୍ରାଁ ପ୍ରି

ଲି କାଷ୍ଟିଲେଟ୍‌,୨୧ା୬ (ଏପି): ଲୁଇସ୍‌ ହାମିଲଟନଙ୍କୁ ପଛରେ ପକାଇ ପୂର୍ବତନ ଫର୍ମୁଲା ଓ୍ବାନ ଚାମ୍ପିୟନଶିପ୍‌ ଲିଡର ମାକ୍ସ ଭର୍ଷ୍ଟାପେନ୍‌ ଫ୍ରେଞ୍ଚ ଓପନ୍‌ ଗ୍ରାଁ ପ୍ରି ମୋଟର...

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌...

ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ

ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ ଉପରେ...

୧୦ ଜୁନ୍‌ରେ ସୂର୍ଯ୍ୟପରାଗ, ଜାଣନ୍ତୁ ଆପଣଙ୍କ ରାଶିର ଫଳାଫଳ …

ଜୁନ୍‌ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଭାରତୀୟ ସମୟ ଅପରାହ୍ନ ୧ଟା ୪୨ ମିନିଟ୍‌ରୁ ସନ୍ଧ୍ୟା ୬ଟା ୪୧...

ଅନୁପ ପାଣ୍ଡେ ନୂଆ ଇସି

ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା
Next Post Next post:
କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts