E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ବିବାହ ମଣ୍ଡପରେ ଭିଣୋଇଙ୍କୁ ଜାବୁଡ଼ି ଧରି ଚୁମ୍ବନ ଦେଲେ ଶାଳୀ, ଭିଡିଓ ଭାଇରାଲ ପରେ…
3:28 pmJune 13, 2021

ଏକ ବିବାହ ମଣ୍ଡପରେ ବରଙ୍କୁ କନ୍ୟାଙ୍କ ସାନ ଭଉଣୀ ଅର୍ଥାତ୍‌ ଶାଳୀ ଚୁମ୍ବନ ଦେବା ଘଟଣା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେତେବେଳେ ବିବାହ ସମାରୋହରେ ବରଣମାଳା କାର୍ଯ୍ୟକ୍ରମ ହେଉଥିଲା। ଜଣେ ଜଣଙ୍କୁ ମାଳା ପିନ୍ଧାଇବାର ଥିଲା। ଏହା ପରେ ଫଟୋ ଉଠା ଆରମ୍ଭ ହୋଇଥିଲା। ଠିକ୍‌ ଏହି ସମୟରେ ବରଙ୍କ ପାଖରେ ବସିଥିଲେ କନ୍ୟାଙ୍କ ସାନ ଭଉଣୀ। ତାଙ୍କ ମନରେ କ’ଣ ଆସିଲା କେଜାଣି ସେ ସଙ୍ଗେ ସଙ୍ଗେ ଭିଣୋଇଙ୍କୁ ଜାବୁଡ଼ି ଧରି ଚୁମ୍ବନ ଦେଲେ। ଏହା ଦେଖି ଲାଜେଇ ଯାଇଥିଲେ ବର। ବିବାହ ଉତ୍ସବରେ ଯୋଗ ଦେଇଥିବା ଅତିଥିମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବରଙ୍କୁ ଶାଳୀ ଦେଇଥିବା ଚୁମ୍ବନ ଏବେ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି।

ଭିଡିଓ ଦେଖି ୟୁଜର ମାନେ ମଧ୍ୟ ନାନା କମେଣ୍ଟ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଟେନ୍‌ସନ ନିଅନ୍ତୁନି। ଶାଳୀ ଅଧା ଘରବାଲି। ଆଉ ଜଣେ ୟୁଜର ଲେଖିଛନ୍ତି, ଏହା ଅତ୍ୟନ୍ତ ଲଜ୍ଜାକର ବିଷୟ। ସେହିପରି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ଏତିକି ଯଦି ବର କରିଥାନ୍ତେ ତେବେ କନ୍ୟା ଚପଲରେ ମାରିଥାନ୍ତେ। ଇନ୍‌ଷ୍ଟାଗ୍ରାମରେ ଶେୟାର ହୋଇଥିବା ଏହି ଫଟୋକୁ ବର୍ତ୍ତମାନ ସୁଦ୍ଧା ୧୫୦୦ରୁ ଅଧିକ ଲୋକ ଦେଖିସାରିଲେଣି। କମେଣ୍ଟ ବି ବହୁତ ଦେଖିବାକୁ ମିଳିଛି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି।...

ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌

ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ଆବର୍ଜନା ପାହାଡ଼ରେ ପାର୍କ

ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍‌ ଅଳିଆ ଆବର୍ଜନା ଆସିଥାଏ।...

ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…

ଭାରତରେ ପ୍ରତିଭାର ଅଭାବ ନାହିଁ। ହେଲେ ଅନେକ ସମୟରେ ପ୍ରତିଭା ଦେଖାଇବା ପାଇଁ ସମସ୍ତଙ୍କୁ ପ୍ଲାଟଫର୍ମ ମିଳି ନ ଥାଏ। ଫଳରେ ବଣମଲ୍ଲୀର ମହକ ବଣରେ...

ବନ୍ୟାରେ ଭାସିଗଲା କାର୍‌, ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁଲେ ମହିଳା, ଆଉ ତା’ ପରେ…

ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍‌ ଭାସିଗଲା। ଜଣେ ମହିଳା ଏହି କାର୍‌କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ।...

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...

ଗୁପ୍‌ଚୁପ୍‌ରେ ମୁଦି ରଖି ପ୍ରେମିକାଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରେମିକ; ଆଉ ତା’ ପରେ..

ନୂଆଦିଲ୍ଲୀ: ସାଥୀଙ୍କୁ ନିଜର ମନ କଥା କହିବା ଏବଂ ପରେ ବିବାହ ପାଇଁ ପ୍ରପୋଜ କରିବାର ଭିନ୍ନ ଭିନ୍ନ ଉପାୟ ଆପଣ ଦେଖିଥାଇପାରନ୍ତି। କିଏ ଫୁଲତୋଡ଼ା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା
Next Post Next post:
ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts