E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା
3:21 pmJune 13, 2021

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ ପରିବର୍ତ୍ତିତ ହୋଇଯାଇଥାଏ। ବଲିଉଡ୍‌ରେ ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଏଭଳି ସମୟ ଦେଇ ଗତି କରିଛନ୍ତି। କେହି କେହି ନିଜ ସମ୍ପର୍କକୁ ନେଇ ଚୁପ୍‌ ରହିବାକୁ ଶ୍ରେୟ ଭାବିଥିବା ବେଳେ କେହି କେହି ଖୋଲାଖୋଲି ସେ ନେଇ ଚର୍ଚ୍ଚା କରିଛନ୍ତି। ସେଭଳି ଜଣେ ହେଲେ ଶିଳ୍ପା ସେଟ୍ଟୀ । ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ଜୀବନସାଥୀ ପାଲଟିଥିବା ଶିଳ୍ପା ଏକଦା ଅଭିନେତା ଅକ୍ଷୟ କୁମାରଙ୍କୁ ହୃଦୟ ଦେଇ ଭଲପାଉଥିଲେ। ଏହା ଲୋକଦେଖାଣିଆ ନ ଥିଲା।

‘ମେ ଖିଲାଡ଼ି ତୁ ଅନାଡ଼ି’ ଫିଲ୍ମରେ କାମ କରିବା ସମୟରେ ଉଭୟ ପରସ୍ପରର ପ୍ରେମରେ ପଡ଼ିଥିଲେ। ହେଲେ ଅକ୍ଷୟ ଟ୍ବିଙ୍କିଲ ଖାନ୍ନାଙ୍କ ପାଇଁ ତାଙ୍କୁ ପ୍ରତାରଣା କରିଥିଲେ। ହେଲେ ସମ୍ପର୍କ ଭାଙ୍ଗିବା ଶିଳ୍ପାଙ୍କୁ ବଡ଼ ଧକ୍କା ଦେଇଥିଲା।

ଏକ ସାକ୍ଷାତକାରରେ ଶିଳ୍ପା ଅକ୍ଷୟକୁ ସମାଲୋଚନା କରିଥିଲେ। ପ୍ରେମିକ ହିସାବରେ ସେ ଯୋଗ୍ୟର ନ ଥିବା, ଏପରିକି ଆବଶ୍ୟକ ସମୟରେ ତାଙ୍କର ବ୍ୟବହାର କରିଥିବା କହିଥିଲେ। ଆଉ କେହି ମିଳିଯିବା ପରେ ତାଙ୍କୁ ସେ ଛାଡ଼ି ଦେଇଥିବା ମଧ୍ୟ କହିଥିଲେ। ହେଲେ ଅତିତକୁ ଭୁଲିବା ଏତେ ସହଜ ହୋଇ ନ ଥାଏ। ଏବେ କିନ୍ତୁ ଆଗକୁ ସେ ବଢ଼ିଯାଇଛନ୍ତି। ଅକ୍ଷୟ ତାଙ୍କ ପାଇଁ କେବଳ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ ହୋଇ ରହିବେ। ତାଙ୍କ ସହ ଆଉ କେବେ ବି ସେ କାମ କରିବେ ନାହିଁ ବୋଲି ଶିଳ୍ପା କହିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଗର୍ଭବତୀ ଥିବା ଏହି ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ଜଣେ ଅଭିନେତା

ଫିଲ୍ମ ‘ବଧାଇ ହୋ’ ସହିତ ଦୀର୍ଘ ସମୟ ପରେ ସିନେମାକୁ ଫେରିଥିବା ନୀନା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ...

ଏହି ଅଭିନେତ୍ରୀଙ୍କ ପାଇଁ ଅର୍ଜୁନ କପୁରଙ୍କୁ ବହୁତ ମାଡ଼ ଖାଇବାକୁ ପଡ଼ିଥିଲା, କାରଣ ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ଅଭିନେତା ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ...

ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ...

କବୀର ସିଂର ଦୁଇ ବର୍ଷ ପରେ ସାହିଦ୍‌ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…

ବଲିଉଡ୍‌ ଅଭିନେତା ସାହିଦ କପୁର ଏଯାବତ୍‌ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ  ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା।...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ଦୁଇ ଦୁଇ ଥର ଛାଡପତ୍ର ପାଇବା ପରେ ୧୮ ବର୍ଷ ସାନ ରୁଷୀୟ ମଡେଲଙ୍କ ହାତ ଧରିଛନ୍ତି ଏହି ସେଲିବ୍ରିଟି; ବିବାହ ପରେ..

ବମ୍ବେ: ବିଭିନ୍ନ ଟେଲିଭିଜନ ଶୋ’ରେ ନଜର ଆସୁଥିବା ରାହୁଲ ମହାଜନ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବିଶେଷକରି ବ୍ୟକ୍ତିଗତ ଜୀବନ ତାଙ୍କର ଖବର ଶିରୋନାମା ପାଲଟିଥାଏ।...

ଅନ୍‌ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ

ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ...

ଏକଦା ମହେଶ ଭଟ୍ଟ-ପୂଜା ଭଟ୍ଟଙ୍କ ଝିଅ ଆଲିଆ ବୋଲି ଉଠିଥିଲା କଥା; କିଛି ଏଭଳି…

ବମ୍ବେ: ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ସୁକନ୍ୟା ହେଉଛନ୍ତି ଆଲିଆ। ତାଙ୍କର ଅନ୍ୟଜଣେ ଝିଅ ପୂଜା ମଧ୍ୟ ଅଛନ୍ତି। ହେଲେ ଏକାଧିକ ବାର ମହେଶ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍‌: ଏଠାରେ ଆରମ୍ଭ ହେବ ଟିକାକରଣ…
Next Post Next post:
ବିବାହ ମଣ୍ଡପରେ ଭିଣୋଇଙ୍କୁ ଜାବୁଡ଼ି ଧରି ଚୁମ୍ବନ ଦେଲେ ଶାଳୀ, ଭିଡିଓ ଭାଇରାଲ ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts