E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ସୁନ୍ଦରଗଡ଼

ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…
3:28 pmJune 13, 2021

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ରବିବାର ଏକ ଗଳିତ ମୃତଦେହ ଜବତ ହୋଇଛି। ଗତ କିଛି ଦିନ ହେବ ଏହି ସ୍ଥାନରୁ ପଚା ଗନ୍ଧ ଆସୁଥିବା ସ୍ଥାନୀୟ ଲୋକଙ୍କ ଠାରୁ ପୋଲିସ ସୂଚନା ପାଇଥିଲା। ପରେ ରବିବାର ପୂର୍ବାହ୍ନରେ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ଗଳିତ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ସୁନ୍ଦର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇ ତଦନ୍ତ ଆରମ୍ଭ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ସୁନ୍ଦରଗଡ଼ View All

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୨ ଗୁରୁତର

ବାଲିଗୁଡ଼ା,୨୬ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ସହ ମୋଟରସାଇକଲ ମୁହାଁମୁହିଁ ଧକ୍କା ହୋଇଛି।...

କେନ୍ଦୁପତ୍ର ବାନ୍ଧି ଶୋଇଥିଲେ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ

ରେଢ଼ାଖୋଲ,୨୦।୬(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର...

ରୟତି ଜମିରୁ ବେଆଇନ ଗଛକଟା

ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍‌ କିସମ ମେଳ ଖାଉ ନ...

ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା

ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର...

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

ଦେଶୀଧାନକୁ ଝୁରୁଛନ୍ତି ଚାଷୀ

କଣାସ, ୫।୬(ସ୍ବ.ପ୍ର): ସମୟ ଓ ପାଣିପାଗର ପରିବର୍ତ୍ତନରେ ପାରମ୍ପରିକ ଚାଷର ପ୍ରଣାଳୀ ମଧ୍ୟ ବଦଳି ଚାଲିଛି। ଅତ୍ୟାଧୁନିକ ବିହନ ଓ ସାର, ଔଷଧର ବ୍ୟବହାର ଯୋଗୁ...

ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ

ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହ ମଣ୍ଡପରେ ଭିଣୋଇଙ୍କୁ ଜାବୁଡ଼ି ଧରି ଚୁମ୍ବନ ଦେଲେ ଶାଳୀ, ଭିଡିଓ ଭାଇରାଲ ପରେ…
Next Post Next post:
ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts