ଏଜବେଷ୍ଟନ,୧୩।୬: ଆୟୋଜକ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତିଛି। ଦଳ ଦ୍ୱିତୀୟ ଟେଷ୍ଟରେ ୮ ଉଇକେଟ ଜିତିଛି। ପ୍ରଥମ ମ୍ୟାଚ ଡ୍ର ଥିଲା। ଦ୍ୱିତୀୟ ଟେଷ୍ଟ ଚାରି ଦିନ ମଧ୍ୟରେ ମ୍ୟାଚ ଶେଷ ହୋଇଥିଲା। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ଦଳ ଟେଷ୍ଟ ମାନ୍ୟତାର ଶୀର୍ଷରେ ପହଞ୍ଚିଛି। ୨୨ ବର୍ଷ ପରେ ନ୍ୟୁଜିଲାଣ୍ଡ ଇଂଲଣ୍ଡରେ ଟେଷ୍ଟ ସିରିଜ ଜିତିଛି। ୧୯୯୯ ମସିହାରେ ଶେଷ ଥର ପାଇଁ ଷ୍ଟିଫେନ ଫ୍ଲେମିଙ୍ଗଙ୍କ ଅଧିନାୟକତ୍ୱରେ ଥିବା କିୱି ଦଳ ନିଜ ମାଟିରେ ଚାରି ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ଦଳକୁ ୨-୧ରେ ପରାସ୍ତ କରିଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ପୂର୍ବରୁ ଭାରତ ପାଇଁ ଏହା ସତର୍କ ଘଣ୍ଟି ହୋଇପାରେ। ଫାଇନାଲ ମ୍ୟାଚ ୧୮ ରୁ ୨୨ ଜୁନ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ।
‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’
ମୁମ୍ବାଇ, ୩।୬(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍ଘାଟନୀ ସଂସ୍କରଣର ଫାଇନାଲ ୧...
ସ୍ପେନ୍- ସ୍ବିଡେନ ମ୍ୟାଚ୍ ଗୋଲ ଶୂନ୍ୟ
ସେଭିଲେ,୧୬।୬: ୟୁରୋକପ୍ରେ ଗ୍ରୁପ୍ ଇ’ରେ ସୋମବାର ସ୍ପେନ୍ ଓ ସ୍ବିଡେନ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ଗୋଲ ଶୂନ୍ୟ ଭାବେ ଶେଷ ହେବା...
ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି
ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...
ଡବ୍ଲ୍ୟୁଟିସି ଫର୍ମାଟରେ ପରିବର୍ତ୍ତନ ଚାହାନ୍ତି ସଚିନ
ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଟେଷ୍ଟ ଫର୍ମାଟର ସବୁଠୁ ବଡ଼ ସମ୍ମାନ ପାଇଁ ଲଢ଼େଇ କରିବେ ନ୍ୟୁଜିଲାଣ୍ଡ ଓ ଟିମ୍ ଇଣ୍ଡିଆ। ବିଜେତାଙ୍କୁ ଟେଷ୍ଟ...
ଆରପାରିରେ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି।...
ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…
ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...
ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି
ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ...
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍ ହେଲେ ମୁରଲିଥରନ୍…
ନୂଆଦିଲ୍ଲୀ,୨୨।୬: ଟିମ୍ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ...


