E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସୋସିଆଲିଜିମ ହାତ ଧରିଲେ ମମତା ବାନାର୍ଜୀ
6:46 pmJune 13, 2021

ଚେନ୍ନାଇ,୧୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ବାମ ପନ୍ଥୀ ରାଜନୀତିରେ ଚିରପ୍ରତିଦ୍ୱନ୍ଦ୍ୱୀ ଅଟନ୍ତି। କିନ୍ତୁ ମମତାଙ୍କ ନାମଧାରୀ କନ୍ୟା ତାମିଲନାଡୁ ସାଲେମଠାରେ ସୋସିଆଲିଜିମ ନାମକ ଯୁବକଙ୍କୁ ବିବାହ କରିଛନ୍ତି।

ଇଂରାଜୀ ସାହିତ୍ୟରେ ବ୍ୟାଚଲର ଡିଗ୍ରୀ ହାସଲ କରିଥିବା ପି. ମମତା ବାନାର୍ଜୀଙ୍କ ପରିବାର କଂଗ୍ରେସର ଏକ ବଡ଼ ସମର୍ଥକ। ତୃଣମୂଳ କଂଗ୍ରେସ ସୁପ୍ରିମୋ ଯେତେବେଳେ କଂଗ୍ରେସରେ ଥିଲେ ତାଙ୍କ ଉପରେ ଝିଅର ନାମ ରଖିଥିଲେ ମମତାଙ୍କ ବାପା ମା’। ଅନ୍ୟପକ୍ଷରେ ୨୯ ବର୍ଷୀୟ ବର ବିକମ୍‌ରେ ଡଗ୍ରୀ ହାସଲ କରିଛନ୍ତି। ସେ ରୂପା ଆଙ୍କଲେଟ୍‌ର ବ୍ୟବସାୟ କରନ୍ତି। ତାଙ୍କ ବାପା ଏ. ମୋହନ ସିପିଆଇର ସାଲେମ ଜିଲାର ସମ୍ପାଦକ। ସୋଭିଏଟ୍‌ ୟୁନିଅନ ଖଣ୍ଡବିଖଣ୍ଡିତ ହେବା ପରେ ପୁଅର ନାମ ସୋସିଆଲିଜିମ ରଖିଥିଲେ। ତାଙ୍କର ଆଉ ଦୁଇଟି ପୁଅ ଅଛନ୍ତି। ସେମାନେ ହେଲେ କମ୍ୟୁନିଜିମ ଓ ଲେନିନିଜିମ। ପିଲାଙ୍କ ନାମ ଏଭଳି ରଖିବେ ପାଇଁ ସେ ବିବାହ ପୂର୍ବରୁ ନିଷ୍ପତ୍ତି ନେଇସାରିଥିଲେ।

ତେବେ ନାମ ସହ ଜଡ଼ିତ ରାଜନୈତିକ ଚିରପ୍ରତିଦ୍ୱନ୍ଦ୍ୱିତା ସେମାନଙ୍କୁ ପ୍ରଭାବିତ କରେନାହିଁ। ଆମେ ଏକାଠି ହୋଇଥିବାରୁ ବେଶ୍‌ ଖୁସୀ। ଭଲ ଓ ଖରାପ ସମୟରେ ଆମେ ପରସ୍ପର ସହ ଛିଡ଼ା ହେବୁ। ଯାହା ହେଉ ନା କାହିଁକି, ଆମେ ପୂରା ଜୀବନ ଏକାଠି ରହିବୁ ବୋଲି ସୋସିଆଲିଜିମ କହିଛନ୍ତି। ଏହି ବିବାହ ଉତ୍ସବରେ ତାମିଲନାଡୁର ସିପିଆଇ ମୁଖ୍ୟ ଆର. ମୁଥାରାସାନ ଓ ଦଳୀୟ ଏମ୍‌ପି କେ. ସୁବାରାୟାନ ଯୋଗଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍‌

ନୂଆଦିଲ୍ଲୀ,୧୬।୫: କରୋନାର ସମ୍ଭାବ୍ୟ ତୃତୀୟ ଲହର ସହ ମୁକାବିଲା ନେଇ ଦିଲ୍ଲୀ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଡାକ୍ତରୀ କର୍ମଚାରୀଙ୍କ ଅଭାବକୁ ଧ୍ୟାନରେ ରଖି...

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ...

କୋଭିଡ୍‌ ନିୟମ ଭୁଲି ନାଚିଲେ ଭାଜପା ଏମ୍‌ପି

ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...

‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ

ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ...

ଅଙ୍କୁର ଭାଟିଆଙ୍କ ପରଲୋକ

ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍‌)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮...

ଅପରେଶନ୍‌ ଏଲ୍‌ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି

ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...

ଭିତିରି କଥା କହିଲେନି

ନୂଆଦିଲ୍ଲୀ,୨୩ା୬: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ସୁପ୍ରିମୋ ଶରଦ ପାଓ୍ବାରଙ୍କ ଘରେ ବିରୋଧୀଙ୍କ ବୈଠକକୁ ଭାଜପାକୁ ଚ୍ୟାଲେଞ୍ଜ ଦେବା ପ୍ରକ୍ରିୟାର ଆରମ୍ଭ ବୋଲି ରାଜନୈତିକ ବିଶ୍ଳେଷକମାନେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ
Next Post Next post:
କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts