E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

ବୋମାମାଡ଼ କରି ବିଜେଡି ନେତା ଗିରଫ
7:13 pmJune 13, 2021

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ରବିବାର ଜଣେ ବିଜେଡି ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପିତାତଳି ଗ୍ରାମର ରାଙ୍ଗା ରାଓ। ଫେରାର୍‌ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି।

ସୂଚନା ଯୋଗ୍ୟ, ପିତାତଳି ଗ୍ରାମର ପୂର୍ବତନ ଚିକିଟି ବ୍ଲକ ଅଧ୍ୟକ୍ଷ ନରସିଙ୍ଗଲୁ ମୂର୍ତ୍ତି ଓ ୧୭ ନଂ ବିଜେଡି ଜିଲା ପରିଷଦ ସଭ୍ୟଙ୍କ ସ୍ବାମୀ ରାଙ୍ଗା ରାଓଙ୍କ ମଧ୍ୟରେ ପୂର୍ବ ଶତ୍ରୁତା ଥିଲା। ଗୁରୁବାର ରାତିରେ ଗ୍ରାମରେ କୌଣସି କାରଣରୁ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ବୋମାମାଡ ହୋଇଥିଲା। ଏ ନେଇ ପୋଲିସ ଶନିବାର କେ.ନରସିଙ୍ଗଲୁଙ୍କ ସେମତ ୧୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଶନିବାର ରାତିରେ ଘରେ ରାଙ୍ଗା ରାଓ ଥିବା ବେଳେ ପୋଲିସ ତାଙ୍କୁ ଥାନାକୁ ଆଣି ପଚରାଉଚୁରା ପରେ ଗିରଫ କରିଥିଲା। ୨ ଟି ମାମଲାରେ ଗିରଫ ସଂଖ୍ୟା ୧୫ରେ ପହଞ୍ଚିଛି। ଗ୍ରାମରେ ପରିସ୍ଥିତି ଶାନ୍ତ ରହିଛି ବିଶୃଙ୍ଖଳା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ସେଲ୍‌ଫି ନିଶା ନେଲା ୨ ଯୁବକଙ୍କ ଜୀବନ

ରାଜଗାଙ୍ଗପୁର,୬।୬: ସେଲ୍‌ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍‌ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ...

ପୁଅର ମୃତଦେହ ଛୁଇଁଲେନି ବାପା

ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ...

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...

୨୭ ଯାଏ ବର୍ଷା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ...

ଓଜେଇଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର...

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍‌ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ...

ଓ୍ବେବ୍‌ସାଇଟରେ ପ୍ରଭାବ ଏବଂ ପଇସା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ
Next Post Next post:
ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts