E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା
8:26 pmJune 13, 2021

ଟିଭିରୁ ବଲିଉଡରେ ପ୍ରବେଶ କରିଥିବା ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରୁ ବିରତି ନେଇଥିଲେ। କିନ୍ତୁ ତାଙ୍କ ପୂର୍ବତନ ପ୍ରେମିକ ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ପୂର୍ବରୁ ସେ ଇନଷ୍ଟାଗ୍ରାମରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ନିଜେ ଏକ ଫଟୋ ଶେୟାର କରିଛନ୍ତି, ଯାହାର କ୍ୟାପସନ ଦର୍ଶାଉଛି ଯେ ସେ ସୁଶାନ୍ତଙ୍କୁ ମିସ୍‌ କରୁଛନ୍ତି। ୧୪ ଜୁନ ଅର୍ଥାତ୍‌ ଆସନ୍ତାକାଲି ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କର ପ୍ରଥମ ମୃତ୍ୟୁବାର୍ଷିକୀ। ଏହାପୂର୍ବରୁ ଅଙ୍କିତା ଏକ ପୋଷ୍ଟ ଶେୟାର କରିଥିଲେ। ଅଙ୍କିତା ଶେୟାର କରିଥିବା ଫଟୋରେ ସେ ସମୁଦ୍ର ପାଖରେ ଠିଆ ହୋଇ ଆକାଶକୁ ଚାହିଁଥିବାର ନଜର ଆସିଛନ୍ତି। ଏହି ଫଟୋର କ୍ୟାପସନ ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଫଟୋ ଶେୟାର କରି ଅଙ୍କିତା କ୍ୟାପସନ ଦେଇଛନ୍ତି- ଦୂରତା କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ, କାରଣ ଦିନ ଶେଷରେ, ଆମେ ସମସ୍ତେ ସମାନ ଆକାଶ ତଳେ ଅଛୁ।

ଗତ କିଛିଦିନ ତଳେ ଅଙ୍କିତା ଏକ ପୋଷ୍ଟ ଶେୟାର କରିଥିଲେ ଯେ, ସେ କିଛି ଦିନ ସୋସିଆଲ ମିଡିଆରୁ ଦୂରେଇ ଯାଉଛନ୍ତି। ଏହା ବିଦାୟ ନୁହେଁ, ପରେ ଭେଟିବେ ବୋଲି କହିଥିଲେ।

Ankita lokhande, Ankita lokhande return on Social Media, Sushant Singh Rajput, Viral Post, Ankita lokhande Missing Sushant Singh Rajput, अंकिता लोखंडे, सुशांत सिंह राजपूत


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଅନ୍‌ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ

ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ...

ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର, ପରେ କରିଥିଲେ ପରିବର୍ତ୍ତନ; ଜାଣନ୍ତି କାହିଁକି

ମୁମ୍ବାଇ: କିଙ୍ଗ୍‌ ଖାନ୍‌ ଶାହାରୁଖ ଏକ ସାକ୍ଷାତକାରରେ ତାଙ୍କ ପିଲାଦିନର ନାଁ ବିଷୟରେ କହିଥିଲେ। ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର ରେହମାନ। ଏହି ନାମ ...

ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ...

ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍‌

ଟିଭି କ୍ୱିନ୍‌ କୁହାଯାଉଥିବା ଏକତା କପୁର ପ୍ରାୟତଃ ସବୁ ବେଳେ କଳା ପୋଷାକ ପିନ୍ଧି ଥିବା ନଜର ଆସିଥାନ୍ତି। ତେବେ ଅନେକ ତାଙ୍କ କଳା ପୋଷାକ...

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…

ବମ୍ବେ: ବଲିଉଡ୍‌ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍‌ଷ୍ଟୋରୀ କୌଣସି ସିନେମାଠାରୁ କମ୍‌ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା...

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା
Next Post Next post:
ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts