ଝାରସୁଗୁଡା ଅଫିସ୍,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍ ହେଲ୍ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା ଜିଲା ଭେଷଜ ନୀରିକ୍ଷଣ ବିଭାଗ ଓ ପୋଲିସର ମିଳିତ ଉଦ୍ୟମରେ ଜିଲାର ବିଭିନ୍ନ ଔଷଧ ଦୋକାନରେ ଚଢାଉ ଜାରି ରହିଛି। ଏଥିମଧ୍ୟରେ ସରବାହାଲ ସ୍ଥିତ ଅମିତ ମେଡିକାଲ୍ ଏଜେନ୍ସିରେ ଚଢାଉ ହେବା ପରେ ସମ୍ପୃକ୍ତ କମ୍ପାନୀର କେତେକ ଔଷଧ ଜବତ ହୋଇଛି । ଜବତ ଔଷଧ ମଧ୍ୟରେ ରହିଛି ୪୬ଟି ମେଡିଟିବିଆର୍ ପେନ୍କିଲର୍ ଓ ୩୩ଟି ଟ୍ରିଟ୍ ୨୦୦ ଏସ୍ବି ଆଣ୍ଟିବାଟିକ୍। ଏହି ଜବତ ଔଷଧ ମଧ୍ୟରୁ ୨୦ଟି ଲେଖାଏ ନମୁନା ଭୁବନେଶ୍ୱର ସ୍ଥିତ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟୋରୀକୁ ପରୀକ୍ଷା ପାଇଁ ପଠାଯାଇଛି । ଏହି କମ୍ପାନୀର କେତେକ ଔଷଧ ପୂର୍ବରୁ ନକଲି ଧରାପଡିଥିଲା । ଫଳରେ ଏହି କମ୍ପାନୀର ଅନ୍ୟାନ୍ୟ ଔଷଧକୁ ନେଇ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗର ସନ୍ଦେହ ହେବାରୁ କଟକ, ରାଉରକେଲା, ବଲାଙ୍ଗୀର ଓ ଝାରସୁଗୁଡା ଆଦି ସ୍ଥାନରେ ଚଢାଉ ଜାରି ରହିଛି ବୋଲି ଡ୍ରଗ୍ସ ଇନ୍ସ୍ପେକ୍ଟର ଜ୍ୟୋତିରଞ୍ଜନ ପଣ୍ଡା କହିଛନ୍ତି।
Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ View All
କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...
ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...
ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍
ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି...
ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ
ଛତ୍ରପୁର,୧୮।୬(ଡି.ଏନ୍.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ...
କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର
ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି...
ମହିଳାଙ୍କୁ ଗଣବଳାତ୍କାର
କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି...
ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ
ଛତ୍ରପୁର,୨୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର...
ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା
ଛତ୍ରପୁର,୨୬।୬(ଡି.ଏନ୍.ଏ.): ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଗଞ୍ଜାମ ଜିଲା। ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ଖଲ୍ଲିକୋଟ ବ୍ଲକରୁ...


