E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା
8:13 pmJune 13, 2021

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ହାତରୁ ଚାଲି ଯାଇଛି ନମ୍ବର ଓ୍ବାନ ଟେଷ୍ଟ ଦଳର ମାନ୍ୟତା। ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଇଂଲଣ୍ଡକୁ ୧-୦ ବ୍ୟବଧାନରେ ହରାଇ ନ୍ୟୁଜିଲାଣ୍ଡ ରବିବାର ଶୀର୍ଷ ସ୍ଥାନ ଅଧିକାର କରିଛି।

ଆଇସିସି ଦଳଗତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ସର୍ବାଧିକ ୧୨୩ ପଏଣ୍ଟ ସହ ନ୍ୟୁଜିଲାଣ୍ଡ ଶୀର୍ଷକୁ ଉଠିଥିବାବେଳେ ଦ୍ୱିତୀୟ ସ୍ଥାନକୁ ଖସିଥିବା ଭାରତ ନିକଟରେ ରହିଛି ୧୨୧ ପଏଣ୍ଟ। ୧୦୮ ପଏଣ୍ଟ ସହ ଅଷ୍ଟ୍ରେଲିଆ ତାଲିକାର ତୃତୀୟ ସ୍ଥାନରେ ରହିଛି। ତା’ ପଛକୁ ରହିଛି ଇଂଲଣ୍ଡ (୧୦୭)। ତେବେ ଟେଷ୍ଟ ଭଳି ଦିନିକିଆ ଦଳଗତ ର଼୍ୟାଙ୍କିଙ୍ଗରେ ମଧ୍ୟ ନମ୍ବର ଓ୍ବାନ ପୋଜିଶନରେ ରହିଛି ନ୍ୟୁଜିଲାଣ୍ଡ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ୟୁରୋକପ୍‌ ଫୁଟ୍‌ବଲ:ଅଷ୍ଟ୍ରିଆକୁ ହରାଇ ନେଦରଲାଣ୍ଡ୍ସ ନକ୍‌ଆଉଟ୍‌ରେ

ଆମଷ୍ଟରଡାମ,୧୯।୬: ୟୁରୋକପ୍‌ରେ ଗୁରୁବାର ନେଦରଲାଣ୍ଡ୍ସ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ଆମଷ୍ଟରଡାମ ଏରିନାରେ ଖେଳାଯାଇଥିବା ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ୨-୦ ଗୋଲରେ ଅଷ୍ଟ୍ରିଆକୁ ହରାଇଛି।...

ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍‌ନିଲ ୫ବର୍ଷ ବାସନ୍ଦ

ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍‌ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର...

ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’

ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ...

ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର

ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍‌ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ...

ଅମୋଲ ମଜୁମ୍‌ଦାର ମୁମ୍ବାଇ କୋଚ୍‌ ନିଯୁକ୍ତ

ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍‌ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍‌ ଭାବେ...

ୟୁରୋକପ୍‌ ଫୁଟ୍‌ବଲ: ପର୍ତ୍ତୁଗାଲକୁ ହରାଇଲା ଜର୍ମାନୀ

ମ୍ୟୁନିକ,୨୧।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗତଥର ଚାମ୍ପିୟନ ପର୍ତ୍ତୁଗାଲ ୨-୪ ଗୋଲରେ ଜର୍ମାନୀଠାରୁ ପରାସ୍ତ ହୋଇଛି। ଶନିବାର ଗ୍ରୁପ୍‌ ଏଫ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପର୍ତ୍ତୁଗାଲ...

ଫାଇନାଲ ପାଇଁ ଘୋଷଣା ହେଲା ଟିମ୍‌ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ

ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଟକରୁ ଲମ୍ବିଛି ନକଲି ଔଷଧର ଚେର
Next Post Next post:
ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts