E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ସୁନ୍ଦରଗଡ଼

ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
9:53 pmJune 13, 2021

ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ ବସିଥିବା ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସ୍ଥାନୀୟ ଆର୍‌ଆର୍‌ ଆଇଟି କଲୋନୀ(ଇବ ନଗର)ର ବାସିନ୍ଦା ରଞ୍ଜନ କୁମାର ସାହୁ(୫୫)। ରାଜଗଙ୍ଗପୁରରୁ ରଞ୍ଜନ ତାଙ୍କର ସ୍ତ୍ରୀ, ଏକ ମାତ୍ର ଝିଅ ଓ ଅନ୍ୟ ଜଣେ ପଡୋଶୀଙ୍କ ସହ ଏକ କାର(ନଂ.ଓଡି୨୩ଏମ୍‌-୦୮୮୮) ଯୋଗେ ସୁନ୍ଦରଗଡ଼ ଆସୁ ଥିଲେ। ହେଲେ କରମ ଡିହି ପେଟ୍ରୋଲ ପମ୍ପ ନିକଟରେ କାର୍‌ ସମ୍ମୁଖକୁ ଏକ ଗାଈ ହଠାତ ଚାଲି ଆସିଥିଲା। ଫଳରେ କାର୍‌ଟି ନିୟନ୍ତ୍ରଣ ହରାଇ ରାସ୍ତା ଡିଭାଇଡରରେ ପିଟି ହୋଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ କାର୍‌ ଭିତରୁ ସମସ୍ତଙ୍କୁ ବାହାର କରି ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ହେଲେ ଆମ୍ବୁଲାନ୍ସ ପହଞ୍ଚିବା ପୂର୍ବରୁ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କ କାରରେ ଆହତଙ୍କୁ ଏକ ନର୍ସିଂହୋମକୁ ନିଆଯାଇଥିଲା। ସେଠାରେ ରଞ୍ଜନଙ୍କୁ ମୃତ ଘୋଷଣା କରାଯାଇଥିଲା। ଏନେଇ ସ୍ଥାନୀୟ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ସୁନ୍ଦରଗଡ଼ View All

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...

ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ

ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ...

ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ

ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)।...

୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର

ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍‌ସିଏଲ୍‌ ସିଏସ୍‌ଆର୍‌ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ...

ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା

ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ...

କୋଭିଡ୍‌ ନିୟମ ଉଲ୍ଲଘଂନ: ୫ ଦୋକାନ ସିଲ୍‌

କେସିଙ୍ଗା,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍‌ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍‌ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ...

ଲକ୍‌ଡାଉନ୍‌ରେ ବଢ଼ିଛି ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍‌-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍‌ସିଂହପୁର ଜିଲାରେ ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ...

ପରକୀୟା ପ୍ରୀତି ପାଇଁ ହତ୍ୟା

କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ
Next Post Next post:
ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts