ବରଗଡ଼ ଅଫିସ୍,୧୩।୬: ବଜ୍ରପାତ ଯୋଗୁ ବରଗଡ଼ ସହରରେ ଜଣେ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସହରର ବିଶିପଡ଼ାର କାଳୁ ବାଗ ବୋଲି ଜଣାପଡ଼ିଛି। ସେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶୌଚ ପାଇଁ ଖଜୁରକଟାକୁ ଯାଇଥିଲେ। ସେଠାରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ମୃତଦେହ ରଖାଯାଇଛି। ସୋମବାର ବ୍ୟବଚ୍ଛେଦ ହେବ ବୋଲି ସୂଚନା ମିଳିଛି । ମୃତକ ଘରୋଇ ଭାବେ ଆମ୍ବୁଲାନ୍ସ ଚଳାଉଥିଲେ ।
Posted inଆମ ଜିଲା ଖବର, ବରଗଡ଼ View All
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼
ସାଲେପୁର, ୮।୬(ଡି.ଏନ୍.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍ ଖାଁଙ୍କ ଘର...
ଟିକାକରଣ କେନ୍ଦ୍ରରେ ସେଲ୍ଫି ବୁଥ୍
ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ...
ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା
ଛତ୍ରପୁର,୧୦ା୬(ଡି.ଏନ୍.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ...
ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର
କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...
ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ
ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...
ବଞ୍ଚାଇଦେଲା ପୋଷା କୁକୁର
ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି।...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...


