ନୂଆଦିଲ୍ଲୀ: କୋଲ୍ ଇଣ୍ଡିଆ ଏହାର ଅଂଶୀଦାରଙ୍କୁ ୨୦ରୁ ୨୫ ପ୍ରତିଶତ ଅତିରିକ୍ତ ଡିଭିଡେଣ୍ଡ ଦେଇପାରେ। ସୋମବାର ହେବାକୁ ଥିବା କମ୍ପାନୀର ବୋର୍ଡ ବୈଠକରେ ଏ ନେଇ ଘୋଷଣା ହୋଇପାରେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ବରିଷ୍ଠ ଅଧିକାରୀ ନାମ ଗୋପନ ରଖି ସୂଚନା ଦେଇଛନ୍ତି। ୨୦୨୦-୨୧ ଆର୍ଥତ୍କ ବର୍ଷ ୪ର୍ଥ ତ୍ରୈମାସ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଏଠାରେ ମଧ୍ୟ ଘୋଷଣା କରାଯିବ। ଗତ ଆର୍ଥତ୍କ ବର୍ଷ ଲାଗି ଉତ୍ପାଦନ ଏବଂ ଡେସପାଚ୍ ଲକ୍ଷ୍ୟ ହାସଲ କରିବାରେ କମ୍ପାନୀ ବିଫଳ ହୋଇଛି। ମାତ୍ର ୧୩ ହଜାର କୋଟି ଟଙ୍କାର ସଂଶୋଧିତ ପୁଞ୍ଜି ବ୍ୟୟ ଲକ୍ଷ୍ୟକୁ କମ୍ପାନୀ ହାସଲ କରିବାକୁ ସକ୍ଷମ ହୋଇଛି। ଅଧିକାରୀ ଜଣକ କହିଛନ୍ତି, ଲାଭାଂଶର ଏକ ଅଂଶ ଘୋଷଣା କରିବାକୁ ପ୍ରୟାସ ହୋଇପାରେ। ପୂର୍ବରୁ ହୋଇଥିବା ଅନ୍ତରୀଣ ଲାଭାଂଶଠାରୁ ଏହା କମ୍ ହୋଇପାରେ।
ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...
ଏଫ୍ପିଆଇଙ୍କ ନିବେଶ ୮ ହଜାର କୋଟି
ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ...
କାର୍ଯ୍ୟକାରୀ ଅପେକ୍ଷାରେ ଶ୍ରମ କୋଡ୍
ନୂଆଦିଲ୍ଲୀ: ଆଗାମୀ କିଛି ମାସରେ ୪ ଶ୍ରମ କୋଡ୍ ବିଲ୍ ଦେଶ ମଧ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ଆଇନକୁ ଲାଗୁ କରାଇବା ଲାଗି କେନ୍ଦ୍ର ସରକାର...
ଭାରତୀୟ କର୍ତ୍ତୃପକ୍ଷଙ୍କୁ ଚୋକ୍ସୀଙ୍କ ଖୋଲା ଆମନ୍ତ୍ରଣ
ନୂଆଦିଲ୍ଲୀ,୬।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସୀ ଭାରତୀୟ କର୍ତ୍ତୃପକ୍ଷଙ୍କୁ ଖୋଲା ଆମନ୍ତ୍ରଣ କରିଛନ୍ତି। ଯାହା ପଚାରିବାର ଅଛି ଆସି ପଚାରିପାରିବ ବୋଲି ଚୋକ୍ସୀ କହିଛନ୍ତି।...
ପ୍ରଭାବିତ ହେବନି କୃଷି କ୍ଷେତ୍ର
ନୂଆଦିଲ୍ଲୀ: କରୋନା ଦ୍ୱିତୀୟ ଲହର ଯୋଗୁ ଦେଶର କୃଷି କ୍ଷେତ୍ର ଉପରେ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ ବୋଲି ନୀତି ଆୟୋଗ ସଦସ୍ୟ ରମେଶ...
ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା
ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...
ଡାବର ଟୁଥ୍ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍ଏମ୍ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...


